Posted inଜାତୀୟ

କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ମହିଳା ମନ୍ତ୍ରୀ, ଚାଷଜମିରେ ଏବେ ବି ମହିଳା ଟାଣୁଛନ୍ତି ହଳ…

ଭୋପାଳ,୧୨।୭: ସମ୍ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବିସ୍ତାର ହୋଇଛି। କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ଜଣ ମହିଳାମନ୍ତ୍ରୀଙ୍କୁ ସ୍ଥାନ ମିଳିଛି। ତେବେ ଏବେ ବି ମଧ୍ୟପ୍ରଦେଶରେ ମହିଳାଙ୍କ ଦୁଃଖ ସରିନି। ଚାଷଜମିରେ ଗରିବ ମହିଳାମାନେ ବଳଦ ବଦଳରେ ହଳ ଟାଣୁଛନ୍ତି। ସେହିପରି ଛୋଟପିଲା ବାଳ ଶ୍ରମିକ ଭାବେ କାମ କରୁଛନ୍ତି। ପାଖରେ ଟଙ୍କା ନ ଥିବାରୁ ଗରିବ ଲୋକେ ଚାଷ ପାଇଁ ବଳଦ କିଣି ନପାରି ଏଭଳି କରୁଛନ୍ତି। ରାଜ୍ୟର ଆଗର-ମାଲଓ୍ବା ଅଞ୍ଚଳରେ ଏଭଳି ଘଟଣା ଘରେ ଘରେ ଦେଖିବାକୁ ମିଳୁଛି। ଏବେ ଏଭଳି ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଚାଷଜମିରେ ମହିଳା ବଳଦ ବଦଳରେ କାମ କରୁଥିବା ଘଟଣା ସ୍ଥାନୀୟ ପ୍ରଶାସନ ପ୍ରତି ଏକ ଆହ୍ବାନ ସୃଷ୍ଟି କରିଛି। ନିର୍ବାଚନ ସମୟରେ ବଡ଼ ବଡ଼ ପ୍ରତିଶ୍ରୁତି ଦେଉଥିବା ରାଜନେତାଙ୍କ କଥା ପାଣିର ଗାର ସାବ୍ୟସ୍ତ ହେଉଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ସେହିପରି ଲୋକେ ପ୍ରତିଶ୍ରୁତି ବଦଳରେ ପ୍ରବଞ୍ଚନାର ଶିକାର ହେଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri