Posted inଜାତୀୟ

କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ମହିଳା ମନ୍ତ୍ରୀ, ଚାଷଜମିରେ ଏବେ ବି ମହିଳା ଟାଣୁଛନ୍ତି ହଳ…

ଭୋପାଳ,୧୨।୭: ସମ୍ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବିସ୍ତାର ହୋଇଛି। କେନ୍ଦ୍ରୀୟ କ୍ୟାବିନେଟ୍‌ରେ ୧୧ ଜଣ ମହିଳାମନ୍ତ୍ରୀଙ୍କୁ ସ୍ଥାନ ମିଳିଛି। ତେବେ ଏବେ ବି ମଧ୍ୟପ୍ରଦେଶରେ ମହିଳାଙ୍କ ଦୁଃଖ ସରିନି। ଚାଷଜମିରେ ଗରିବ ମହିଳାମାନେ ବଳଦ ବଦଳରେ ହଳ ଟାଣୁଛନ୍ତି। ସେହିପରି ଛୋଟପିଲା ବାଳ ଶ୍ରମିକ ଭାବେ କାମ କରୁଛନ୍ତି। ପାଖରେ ଟଙ୍କା ନ ଥିବାରୁ ଗରିବ ଲୋକେ ଚାଷ ପାଇଁ ବଳଦ କିଣି ନପାରି ଏଭଳି କରୁଛନ୍ତି। ରାଜ୍ୟର ଆଗର-ମାଲଓ୍ବା ଅଞ୍ଚଳରେ ଏଭଳି ଘଟଣା ଘରେ ଘରେ ଦେଖିବାକୁ ମିଳୁଛି। ଏବେ ଏଭଳି ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଚାଷଜମିରେ ମହିଳା ବଳଦ ବଦଳରେ କାମ କରୁଥିବା ଘଟଣା ସ୍ଥାନୀୟ ପ୍ରଶାସନ ପ୍ରତି ଏକ ଆହ୍ବାନ ସୃଷ୍ଟି କରିଛି। ନିର୍ବାଚନ ସମୟରେ ବଡ଼ ବଡ଼ ପ୍ରତିଶ୍ରୁତି ଦେଉଥିବା ରାଜନେତାଙ୍କ କଥା ପାଣିର ଗାର ସାବ୍ୟସ୍ତ ହେଉଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ସେହିପରି ଲୋକେ ପ୍ରତିଶ୍ରୁତି ବଦଳରେ ପ୍ରବଞ୍ଚନାର ଶିକାର ହେଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଆରମ୍ଭ ପ୍ରଧାନମନ୍ତ୍ରୀ ହେଲେ ସାମିଲ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ଜନତାପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ ପରିଷଦର ବୈଠକ ଆରମ୍ଭ ହୋଇଯାଇଛି । ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମ।।ନ...

ଉତ୍ତରପୂର୍ବାଞ୍ଚଳରେ ଭାଜପା କେତେ ସଫଳ

ନୂଆଦିଲ୍ଲୀ, (କୁଲଦୀପ ସିଂ) ୯।୪ : କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା) ଏପ୍ରିଲ ୬ ତାରିଖରେ ୪୩ତମ ପ୍ରତିଷ୍ଠା ଦିବସ ପାଳନ କରିଛି।...

ତ୍ରିପୁରା ହିଂସା: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଅଡି ବସିଲା ତ୍ରୁଣମୂଳ କଂଗ୍ରେସ

ନୂଆଦିଲ୍ଲୀ,୨୨ ।୧୧: ତ୍ରିପୁରାରେ ପୋଲିସ ବର୍ବରତାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ପାର୍ଟି ତ୍ରୁଣମୂଳ କଂଗ୍ରେସର ଏମ୍‌ପଙ୍କ ପ୍ରତିନିଧିମଣ୍ଡଳ ସୋମବାର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ...

ସୁପ୍ରିମକୋର୍ଟ ଗଲେ ସିନ୍ଦେ ଗୋଷ୍ଠୀ

ମୁମ୍ବାଇ,୨୬।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଶିବସେନା ବିଦ୍ରୋହୀ ଏକନାଥ ସିନ୍ଦେ ଗୋଷ୍ଠୀ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ବିଦ୍ରୋହୀ ଶିବସେନା ବିଧାୟକଙ୍କ ବିରୋଧରେ ଉପବାଚସ୍ପତି ପଠାଇଥିବା ଅଯୋଗ୍ୟ...

ଅଯୋଧ୍ୟା ମାମଲା: ବ୍ରିଟିଶ୍‌ ଅମଳରେ ହେଉଥିଲା ଜୁମା ନମାଜ ପାଠ; ହିନ୍ଦୁ ବି କରୁଥିଲେ ପୂଜା

ନୂଆଦିଲ୍ଲୀ, ୨୨।୮: ଅଯୋଧ୍ୟା ମାମଲାରେ ଗୁରୁବାର ୧୦ମ ଦିନ ପାଇଁ ହୋଇଥିବା ଶୁଣାଣି ହୋଇଛି। ଏଥିରେ ଗୋପାଲ ସିଂ ବିଶାରଦଙ୍କ ପକ୍ଷରୁ ନିଯୁକ୍ତ ଆଇନଜୀବୀ ରଞ୍ଜିତ୍‌...

ମନ୍ଦିର ଆସିଥିବା ମହିଳାଙ୍କ ଚୁଟି ଧରି ଚାପୁଡ଼ା ପରେ ଚାପୁଡ଼ା ମାରିଚାଲିଲେ ପୂଜକ, କାରଣ ଜାଣିଲେ…

ପାଟଣା,୭ା୮: ବିହାରର ଦରଭଙ୍ଗାରେ ଜଣେ ପୂଜାରୀ ମନ୍ଦିରକୁ ପୂଜା କରିବା ପାଇଁ ଆସିଥିବା ମହିଳାଙ୍କ ଚୁଟି ଧରି ପିଟିଛନ୍ତି। ଏହି ଘଟଣାର ଭିଡିଓ ଏବେ ସୋସିଆଲ...

ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କର ଗୁରୁବାର ଅର୍ଥାତ୍ ଅକ୍ଟୋବର ୨୨ତାରିଖରେ ଜନ୍ମଦିନ । ଏହି ଅବସରରେ ଦେଶର ନେତା, ମନ୍ତ୍ରୀ ତଥା ସମସ୍ତ ମହଲରୁ...

କରୋନାରେ ସଂକ୍ରମିତ ହେଲେ ଆଇସିଏମ୍‌ଆର୍‌ର ବରିଷ୍ଠ ବୈଜ୍ଞାନିକ

ନୂଆଦିଲ୍ଲୀ,୧।୬: ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ଜଣେ ବରିଷ୍ଠ ବୈଜ୍ଞାନିକଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ସେ ଗତ ୨...

Advertisement
Archives

Model This Week