Posted inଜାତୀୟ

ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ

ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ କଲ୍ୟାଣଙ୍କ ଆଗାମୀ ଫିଲ୍ମ ଭୀମଲା ନାୟକ ପାଇଁ ଟିକେଟ ବୁକ୍‌ କରିବାକୁ ତାଙ୍କ ବାପାଙ୍କୁ ୩୦୦ ଟଙ୍କା ମାଗିଥିଲେ। କିନ୍ତୁ ତାଙ୍କ ବାପା ଟଙ୍କା ଦେବାକୁ ମନା କରିଦେଇଥିବାରୁ ଏଥିରେ ସେ ବିବ୍ରତ ହୋଇ ନିଜ ଘରର ବାଲକୋନୀରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଖରାଠୁ ବଳିଯାଉଛି ଗୁଳୁଗୁଳି ଯନ୍ତ୍ରଣା, ଏହିଦିନଠୁ ପୁଣି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପଶ୍ଚିମରେ ଖରାତାତି ଓ ଉପକୂଳରେ ଗୁଳୁଗୁଳି ଅନୁଭୂତ ହେଉଛି। ଗତ କିଛିଦିନ ହେବ ସାଧାରଣତଃ ଉତ୍ତର…

Video: ଟ୍ରମ୍ପଙ୍କ ମଜା ଉଡାଇଲା ଇରାନ, ଏମିତି ଭିଡ଼ିଓ ଜାରି କଲା ଯିଏ ଦେଖିଲା କହିଲା…

ତେହରାନ,୨୭।୪: ୱାଶିଂଟନରେ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ, ଇରାନ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପରିହାସ କରି ଏକ ଲେଗୋ-ଶୈଳୀର…

ଆମ ସଂସ୍କାର, ଆମ ପରିଚୟ

ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭାଇରାଲ ଭିଡିଓ ବ୍ୟାପକ ଚର୍ଚ୍ଚାର ବିଷୟ ହୋଇଛି। ନେପାଳର ଏକ ରାସ୍ତାରେ ଦୁଇଜଣ ଭାରତୀୟ ପର୍ଯ୍ୟଟକ ଗୁଟ୍‌ଖା ଛେପ ପକାଇବା ସମୟରେ…

ଦେଶରେ ଶ୍ରମିକ ଅଶାନ୍ତ

ଗତ ଏପ୍ରିଲ ୧୩ ତାରିଖରେ ନଏଡା ଫେଜ୍‌-୨ରେ ଅନେକ ହଜାର ଶ୍ରମିକଙ୍କ ଆନ୍ଦୋଳନ ସେମାନଙ୍କ ମନରେ ଥିବା ଦୀର୍ଘଦିନର ଆକ୍ରୋଶକୁ ପ୍ରକାଶ କରିଛି। ସେଠାକାର ବିଭିନ୍ନ ଶିଳ୍ପ…

ଆଜି ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା…

ଅଧିକ ମୋବାଇଲ୍ ଦେଖୁଥିଲେ ସାବଧାନ! ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଆଜିକାଲି ହାଇଟେକ୍‌ ଯୁଗରେ ମୋବାଇଲର ବ୍ୟବହାର କେତେ ବହୁଳ ହୋଇଯାଇଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏବେ ଅନେକ କାମରେ ଏହା ଉପଯୋଗୀ ସାବ୍ୟସ୍ତ ହୋଇଛି। ବିଶେଷଭାବରେ…

ଆଇସିୟୁ ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪: ସ୍ବାସ୍ଥ୍ୟସେବାକୁ ନେଇ ଇଣ୍ଟେନସିଭ୍‌ କେୟାର ୟୁନିଟ୍‌(ଆଇସିୟୁ)ର ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ତରରେ ସ୍ବାସ୍ଥ୍ୟସେବା…

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri