ପୂରଣ ହେବ ୧୧,୦୦୬ ନର୍ସିଂ ଅଫିସର ପଦବୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୧୧,୦୦୬ ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।

ଏହି ପଦବୀଗୁଡ଼ିକ ରାଜ୍ୟର ସମସ୍ତ ଜିଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀଗୁଡ଼ିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ। ଓଡ଼ିଶା ନର୍ସିଂ ସେବା ନିୟମାବଳୀ-୨୦୧୯ ଅନୁଯାୟୀ ଏହି ପଦବୀଗୁଡ଼ିକ ପୂରଣ ହେବ।

ଏହି ନୂତନ ପଦବୀଗୁଡ଼ିକ ମଧ୍ୟରୁ ଜିଲାର ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ୮୭୪, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ୫୪୦୦ ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ରଗୁଡ଼ିକରେ ୨୬୫୯ ପଦବୀ ସୃଷ୍ଟି କରାଯାଇଛି। ଏହିପରି ଜିଲାସ୍ତରରେ ସମୁଦାୟ ୮୯୩୩ ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ହସ୍ପିଟାଲଗୁଡ଼ିକରେ ମଧ୍ୟ ୨୦୭୩ ପଦବୀ ସୃଷ୍ଟି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି।...

ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨...

ଆନ୍ଧ୍ରରୁ ସାଇକେଲରେ ବ୍ରହ୍ମଗିରି ଫେରିଲେ ୭ ଶ୍ରମିକ: ୭୫୦ କି.ମିକୁ ଲାଗିଲା ୭ ଦିନ

ବ୍ରହ୍ମଗିରି,୨୯ା୪(ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ୭ଜଣ ଶ୍ରମିକ ଗାଁ ଛାଡ଼ିି ଆନ୍ଧ୍ରପ୍ରଦେଶକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। କିନ୍ତୁ ସେମାନଙ୍କ ପାଇଁ ଦୁର୍ଦ୍ଦଶା...

ଆଇଆର୍‌ସିଟିସି ଆଇ-ମୁଦ୍ରା କାର୍ଡ ପାଇଁ ଜାରି ହେଲା ହେଲ୍ପ ଲାଇନ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଆଇଆର୍‌ସିଟିସି ଆଇ-ମୁଦ୍ରା କାର୍ଡ ସମ୍ପର୍କିତ ଠକେଇ ପାଇଁ ହେଲ୍ପ ଲାଇନ ଜାରି କରାଯାଇଛି। ଶନିବାର ୨୪ଘଣ୍ଟିଆ ହେଲ୍ପଲାଇନ ନଂ ୭୫୫୬୬୧୦୬୬୧ ଜାରି କରାଯାଇଛି। ଏହାସହ...

କେନ୍ଦ୍ରର ଜଳ ଜୀବନ ମିଶନକୁ ରାଜ୍ୟର ପ୍ରଶଂସା

ଭୁବନେଶ୍ୱର,୨୭।୮(ବ୍ୟୁରୋ): କେନ୍ଦ୍ର ସରକାର ଦେଶର ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ କାର୍ଯ୍ୟକାରୀ କରିଥିବା ଜଳ ଜୀବନ ମିଶନ କାର୍ଯ୍ୟକ୍ରମକୁ ରାଜ୍ୟ...

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ...

ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍‌ ଜିମ୍‌ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ...

କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’

ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର...

Advertisement


Archives

Model This Week