ଗୋଟିଏ ମାଛ ବଦଳାଇଦେଲା ମତ୍ସ୍ୟଜୀବୀଙ୍କ ଭାଗ୍ୟ

ରିଓ,୨୨।୧୦:ସମୁଦ୍ରରୁ ଏକ ମାଛ ଧରି ମାଲାମାଲ ହୋଇଯାଇଛନ୍ତି ଜଣେ ମତ୍ସ୍ୟଜୀବୀ। ବ୍ରାଜିଲର ଆମାଜନ ଷ୍ଟେଟ୍‌ସ୍ଥିତ ଆମନା ସସ୍‌ଷ୍ଟେନେବଲ୍‌ ଡେଭଲୋପମେଣ୍ଟ ରିଜର୍ଭରୁ ମାଛଟିକୁ ଧରାଯାଇଛି। ଏହି ମାଛଟିର ନାଁ ପିରାରୁକୁ। ଏହାର ମାଂସ ଦେଖିବାକୁ ଧଳା ଏବଂ ନରମ। ଖାଇବାକୁ ମଧ୍ୟ ସ୍ବାଦିଷ୍ଟ ଲାଗିଥାଏ। ଏହାର ଲମ୍ବ ୩ ମିଟର ଏବଂ ଓଜନ ୩୦୦ ଶହ କିଲୋ ପର୍ଯ୍ୟନ୍ତ ହୋଇଥାଏ। ଏହି ମାଛ ମୁଖ୍ୟତଃ ଆମାଜନ ଅଞ୍ଚଳରେ ହିଁ ମିଳିଥାଏ। ଏହି ମାଛ ଏବେ ବିଲୁପ୍ତ ପ୍ରାୟ। ତେଣୁ ମାଛଟିର ସଂରକ୍ଷଣ ପାଇଁ ୨୦ ବର୍ଷ ହେବ ବିଭିନ୍ନ ସଂସ୍ଥା ପକ୍ଷରୁ ପ୍ରୟାସ କରାଯାଉଛି। ମାଛଟିକୁ ଧରିଥିବା ମତ୍ସ୍ୟଜୀବିଙ୍କୁ ପୁ୍‌ରସ୍କାର ଦିଆଯିବ ଘୋଷଣା କରାଯାଇଛି।


All Right Reserved By Dharitri.Com

ବନ୍ଦ ହେଲା ଅମୃତସର-ଲାହୋର ବସ୍‌ ସେବା

ନୂଆଦିଲ୍ଲୀ/ଇସଲାମାବାଦ,୧୦।୮: ବିଚଳିତ ପାକିସ୍ତାନ ଏବେ ଭାରତକୁ ନେଇ ଆଉ ଏକ ବଡ ନିଷ୍ପତ୍ତି ନେଇଛି। ପ୍ରଥମେ କୁଟନୈତିକ ସମ୍ପର୍କ, ପରେ ଟ୍ରେନ୍‌ ସେବା ବନ୍ଦ କରିଥିବା...

ମିଳିଲା ୩ ହଜାର ବର୍ଷ ତଳ ସହରର ଭଗ୍ନାବଶେଷ…

ପାକିସ୍ତାନର ଖୈବର ପଖସ୍ତୁନଖ୍ବା ଅଞ୍ଚଳରୁ ଏକ ୩ ହଜାର ବର୍ଷ ତଳ ସହରର ଭଗ୍ନାବଶେଷ ମିଳିଛି। ପାକିସ୍ତାନ ଏବଂ ଇଟାଲୀର ପ୍ରତ୍ନତତ୍ତ୍ୱବିତ୍‌ମାନେ ସ୍ବାତ୍‌ ଜିଲାର ବାରିକୋଟ୍‌ରେ...

ପାକିସ୍ତାନ କୂଟନୈତିଜ୍ଞଙ୍କ ନାଲିଆଖି: କହିଲେ ଛାୟା ଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା କଶ୍ମୀର ସମସ୍ୟାର ହେବ ସମାଧାନ

ଇସଲାମାବାଦ୍‌, ୧୭।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ମତିଭ୍ରମ ହେବାରେ ଲାଗିଛି। ସମର୍ଥନ ଯୋଗାଡ଼ କରିବାରେ ଅସଫଳ ହେବା ପରେ ପାକିସ୍ତାନ ଏବେ ବିବାଦୀୟ...

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି...

ପାକିସ୍ତାନ ହାତ ଛାଡ଼ିଲା ରୁଷିଆ: ଭାରତ ନେଇଛି ସାମ୍ବିଧାନିକ ନିଷ୍ପତ୍ତି

ମସ୍କୋ, ୧୦।୮: ଭାରତ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିବା ପରେ ପାକିସ୍ତାନ ଏହାର ବିରୋଧ କରିବା ଜାରି ରଖିଛି। ତେବେ ରୁଷିଆର ମନ୍ତବ୍ୟ ପାକିସ୍ତାନକୁ ଝଟ୍‌କା...

ପିଲାଙ୍କୁ ସ୍ମାର୍ଟଫୋନ୍‌ଠାରୁ ଦୂରେଇବାକୁ ଏହି ସହର ଆପଣାଇଲା ନିଆରା ଉପାୟ

ସ୍ମାର୍ଟଫୋନ ଜୀବନକୁ ସହଜ ଏବଂ ସରଳ କରିଦେଇଛି। କିନ୍ତୁ ଏହି ଆଧୁନିକ ଟେକ୍ନୋଲୋଜି ପିଲାଙ୍କ ପାଇଁ ବହୁତ କ୍ଷତିକାରକ। ଏହାର ପ୍ରଭାବ ସେମାନଙ୍କ ମାନସିକ ଓ...

ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର

ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା...

ଏହି କୋର୍ସରେ ଫେଲ୍‌ ହେଲେ ସାରା ଜୀବନ ରହିବେ ଅବିବାହିତ

ଜାକର୍ତ୍ତା,୨୮।୧୧: ବିବାହକୁ ନେଇ ଇଣ୍ଡୋନେସିଆ ସରକାର ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ବିବାହ ପରେ ଯେମିତି ଦାମ୍ପତ୍ୟ ଜୀବନରେ କୌଣସି ବିଭ୍ରାଟ ନ ଘଟେ...

Leave a comment

Your email address will not be published. Required fields are marked *