ସୁସ୍ଥ ରହିବା ପାଇଁ ଘରେ ଲଗାନ୍ତୁ ଗଛ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଅନେକ ଲୋକ ଘର ଚାରିପଟେ ବିଭିନ୍ନ ପ୍ରକାର ଗଛ ଲଗାଇ ଥାଆନ୍ତି। ଏହା ଦ୍ୱାରା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇ ନ ଥାଏ ବରଂ ଘରେ ରହୁଥିବା ଲୋକେ ସୁସ୍ଥ ରହି ଥାଆନ୍ତି ବୋଲି ନିକଟରେ ୟୁନିଭର୍ସିଟି ଅଫ୍‌ ଟେଲେସିରେ ହୋଇଥିବା ଗବେଷଣାରୁ ଜଣାପଡିଛି। ଗବେଷକଙ୍କ ମତରେ ଜେନେଟିକ୍‌ ଇଞ୍ଜିନିୟରିଂ ମାଧ୍ୟମରେ ଯେଉଁସବୁ ଗଛକୁ ରୋପଣ କରାଯାଇଥାଏ ତାହାଦ୍ୱାରା ପରିବେଶ ସୁସ୍ଥ ରହିଥାଏ। ତେଣୁ ସୁସ୍ଥ ପରିବେଶରେ ଯେଉଁମାନେ ବି ରୁହନ୍ତି ସେମାନେ ସୁସ୍ଥ ରହିଥାଆନ୍ତି।


All Right Reserved By Dharitri.Com

ଅର୍ଥୋସ୍କୋପିକ୍‌ ସର୍ଜରି

”ଅର୍ଥୋସ୍କୋପିକ୍‌ ସର୍ଜରି ଏକ ଆଧୁନିକ ଅସ୍ଥିଶଲ୍ୟ ଚିକିତ୍ସା ପଦ୍ଧତି । ଏଥିରେ ବଡ଼ ଧରଣର କଟାକଟି ନ କରି ଛୋଟ କଣା ମାଧ୍ୟମରେ ଶରୀରର ବିଭିନ୍ନ...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ...

ଗେଡା ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ

ଡାଇବେଟିସ୍‌ ଏବେ ଚିକିତ୍ସକମାନଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଯାଇଛି। କାରଣ ଭାରତରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ନିକଟରେ ରିସର୍ଚ୍ଚ ମେଡିକାଲ...

କଫଜନିତ ସମସ୍ୟା ନେଇ ଚିନ୍ତିତ କି ?

ଯଦି ହଁ, ତେବେ ଏହାର କେତେକ ଘରୋଇ ଉପଚାର ରହିଛି। ଅଧା ଚାମଚ ପିଆଜ ରସରେ ଏକ ଚାମଚ ମହୁ ମିଶାଇ ପିଇଲେ ଏହି ସମସ୍ୟ...

ଡାଇବେଟିସ ନିୟନ୍ତ୍ରଣ କରେ ମେଥି

ଆୟୁର୍ବେଦିକ ବିଶେଷଜ୍ଞଙ୍କ ଅନୁସାରେ, ଡାଇବେଟିସ ନିୟନ୍ତ୍ରଣ କରିବା ପାଇଁ ମେଥି ସବୁଠୁ ଭଲ। ଏଥିପାଇଁ ଗଜା ମେଥି ମଧ୍ୟ ବ୍ୟବହାର କରିପାରିବେ। ରାତିରେ କିଛି ମେଥିକୁ...

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି...

ସୁନିଦ୍ରା ଅନ୍ତରାଳେ…

ପ୍ରତିଦିନ ଆମେ ଯଦି ଆବଶ୍ୟକ ମୁତାବକ ନ ଶୋଇବା ତେବେ ନିଦ୍ରାଜନିତ ସମସ୍ୟାର ସମ୍ମୁଖୀନ ହେବା। କେବଳ ସେତିକି ନୁହେଁ ଏହା ପରୋକ୍ଷରେ କେତେକ ରୋଗକୁ...

Leave a comment

Your email address will not be published. Required fields are marked *