ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ

ଯୋଡ଼ା,୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ ୨ ଜଣ ମହିଳା ଧରାପଡିଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ , ମଙ୍ଗଳବାର ପୂର୍ବାହ୍ନରେ ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁଙ୍କ ନିର୍ଦ୍ଦେଶକ୍ରମେ ହନୁମାନ ହଟିଂଠାରେ ଯୋଡା ଥାନା ଏସ୍‌ଆଇ ଅନିଲ କୁମାର ସାମଲଙ୍କ ନେତୃତ୍ୱରେ ଚଢାଉ କରାଯାଇଥିଲା। ଏଥିରେ ଚୋରା ମଦ କାରବାର କରୁଥିବା ଅଭିଯୋଗରେ ୨ ଜଣ ମହିଳାଙ୍କୁ ଗିରଫ କରାଯିବା ସହ ଉକ୍ତ ଘରୁ ଦୁଇ ପେଟି ବିଦେଶୀ ମଦ ପୋଲିସ ଜବତ କରିଥିଲା।


All Right Reserved By Dharitri.Com

୨ ନାବାଳିକାଙ୍କୁ ଅପହରଣ ଘଟଣା:୫ କୋର୍ଟଚାଲାଣ

ବଇଣ୍ଡା,୨୨।୯(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ୧୭ ବର୍ଷିୟା ୨ ଜଣ ନାବାଳିକାଙ୍କୁ ଅପହରଣ କରି ନେଇଥିବା ଅଭିଯୋଗରେ ପୋଲିସ ରବିବାର ୫ ଜଣଙ୍କୁ ଗିରଫ...

କୋଇଲା ଅନ୍‌ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ

ବାହାନଗା,୨୮।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍‌ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍‌ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ...

ଦକ୍ଷିଣକାଳୀଙ୍କ ପାଖରେ ଭୋଗ ହୁଏ ପୋହଳା ମାଛ

ରବିବାର କାଳୀ ପୂଜା। ମା’ଶ୍ୟାମାକାଳୀଙ୍କ ଆଗମନକୁ ନେଇ ପୀଠ ଓ ମଣ୍ଡପଗୁଡ଼ିକ ବେଶ୍‌ ଚଳଚଞ୍ଚଳ। ତେବେ କଟକର ପ୍ରସିଦ୍ଧ କାଳିଆବୁଦା ମଶାଣି କାଳୀଙ୍କ ଉପରେ ଏହି...

ଚିନିକଳ ଖୋଲିବା ଆଶା ଉଜ୍ଜୀବିତ : ଏକାଠି ହେଲେ ମନ୍ତ୍ରୀ, ପ୍ରଶାସକ, ନେତା, କୃଷକ

ନୟାଗଡ଼ ଅଫିସ,୯ା୮: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଚିନିକଳ ଖୋଲିବା ପ୍ରସଙ୍ଗରେ ଗୁରୁବାର ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ...

ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ...

ନାଲ୍‌କୋରେ ୨୩ ମଣ୍ଡପରେ ଦେବଶିଳ୍ପୀଙ୍କୁ ଆରାଧନା: ପ୍ରଥମ ଦିନରେ ୩୦ ହଜାର ଶ୍ରଦ୍ଧାଳୁ

ବଅଁରପାଳ, ୧୮।୯ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ...

ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ

ବ୍ରହ୍ମପୁର ଅଫିସ୍‌,୨୦-୧୧:ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର...

ପଥରରେ ଛେଚି ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ କୁଳିଅଳମ ପଞ୍ଚାୟତ ନଛିପୁର ଗ୍ରାମରେ ଜଣେ ଯୁବକ ସେହି ଗ୍ରାମର ଜଣେ ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା...

Leave a comment

Your email address will not be published. Required fields are marked *