Posted inଜାତୀୟ

ପେଟରୁ ବାହାରିଲା ଚାମୁଚ, ସ୍କୃ-ଡ୍ରାଇଭର, ଟୁଥ୍‌ ବ୍ରସ୍‌ ଓ ଛୁରୀ

ଶିମଲା,୨୫।୫: ହିମାଚଳପ୍ରଦେଶ ହୈରତ୍‌ଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ପେଟରୁ ୮ ଷ୍ଟିଲ୍‌ ଚାମୁଚ, ୨ ସ୍କୃ-ଡ୍ରାଇଭର, ୨ ଟୁଥ୍‌ ବ୍ରସ୍‌ ଏବଂ ଗୋଟିଏ ଛୁରୀ ଅପରେଶନ୍‌ କରି ବାହାର କରାଯାଇଛି। ସ୍ଥାନୀୟ ମଣ୍ଡି ସ୍ଥିତ ଲାଲ୍‌ ବାହାଦୂର ଶାସ୍ତ୍ରୀ ମେଡିକାଲ୍‌ରେ ଡାକ୍ତରମାନେ ଜଣେ ୩୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଅପରେଶନ୍‌ କରି ଏସବୁ ବାହାର କରାଯାଇଛି। ବ୍ୟକ୍ତିଙ୍କ ମାନସିକ ଅବସ୍ଥା ଖରାପ ଥିବାରୁ ଏଭଳି ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ପେଟରେ ଦୀର୍ଘଦିନ ଧରି ଯନ୍ତ୍ରଣା ହେଉଥିବା ଡାକ୍ତର ନିଖିଲ ସୂଚନା ଦେଇଛନ୍ତି। ଅପରେଶନ ପରେ ଏବେ ବ୍ୟକ୍ତି ଜଣକ ସୁସ୍ଥ ଥିବା ସେ କହିଛନ୍ତି।


All Right Reserved By Dharitri.Com

ସିଏଏରେ ଭାରତୀୟ ପ୍ରଭାବିତ ହେବେନି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୧୨-ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଯୋଗୁ ଭାରତୀୟ ନାଗରିକ ପ୍ରଭାବିତ ହେବେନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଆଇନକୁ ବିରୋଧ କରି ହିଂସା...

ତିହାର ଜେଲ୍‌ ଗଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମ୍‌

ନୂଆଦିଲ୍ଲୀ: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ ଆସନ୍ତା ୧୯ ତାରିଖ...

କଶ୍ମୀର ଟାଇମ୍ସ ଏଡିଟରଙ୍କ ଅନୁରୋଧ: ମିଡିଆ କଟକଣା ଉଠାଯିବା ଆବେଦନର ଶୀଘ୍ର ଶୁଣାଣି ହେଉ

ନୂଆଦିଲ୍ଲୀ, ୧୪ା୮(ପି.ଟି.): ଜମ୍ମୁ-କଶ୍ମୀରରେ ମିଡିଆ କଟକଣା ଲାଗିଥିବାବେଳେ ଏହାକୁ ହଟାଯିବା ଲାଗି କଶ୍ମୀର ଟାଇମ୍ସ ନାମକ ଏକ ପ୍ରତିଷ୍ଠିତ ଖବରକାଗଜର ଏଡିଟର ଅନୁରାଧା ଭାସିନ୍‌ କରିଥିବା...

ଭାଜପା ପାଇଁ ଆରମ୍ଭ ହେଲା କର ବା ମର ଲଢ଼େଇ !

ନୂଆଦିଲ୍ଲୀ,୨୮।୪: ସୋମବାର ହେବ ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ଏହାପରେ ଆଉ ୩ଟି ପର୍ଯ୍ୟାୟରେ ଶେଷ ହେବ ୧୭ତମ ଲୋକ ସଭା ପାଇଁ ମତଦାନ।...

ଅସରପା ଡ୍ରୋନ୍‌ ଶତ୍ରୁଙ୍କ ତଥ୍ୟ ସହଜରେ କରିବ ସଂଗ୍ରହ

କାନପୁର,୨୩।୨: ଉତ୍ତରପ୍ରଦେଶ କାନପୁର ଆଇଆଇଟି ଏବଂ ଭାରତ ଇଲୋଟ୍ରୋନିକ୍ସ୍‌ ଲିମିଟେଡ୍‌ର ମିଳିତ ସହଯୋଗରେ ଅସରପା ଭଳି ଦେଖାଯାଉଥିବା କ୍ଷୁଦ୍ର ଡ୍ରୋନ୍‌ ପ୍ରସ୍ତୁତ କରାଯାଇଛି। ଏହା ସହଜରେ...

ସୁସ୍ଥ ଅଛନ୍ତି ଶାହା

ନୂଆଦିଲ୍ଲୀ,୯।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୁସ୍ଥ ଥିବା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ସେ ଏକ ବିବୃତ୍ତି ଜାରି କରି ସୁସ୍ଥ ଥିବା ଦର୍ଶାଇଛନ୍ତି।...

ମୁସଲମାନ୍‌ ଯୁବକଙ୍କୁ ବିବାହ କଲେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ: ସୁରକ୍ଷା ପାଇଁ କୋର୍ଟରେ ଆବେଦନ

ଚଣ୍ଡିଗଡ଼,୧୩।୬: ହରିୟାଣା ଯମୁନାନଗରରେ ଜଣେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ ପଡ଼ୋଶୀ ମୁସଲମାନ୍‌ ଯୁବକଙ୍କୁ ବିବାହ କରିଛନ୍ତି। ଏନେଇ ପିତାଙ୍କ ପକ୍ଷରୁ ତାଙ୍କ ଝିଅକୁ ଅପହରଣ କରାଯାଇଥିବା...

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ...

Leave a comment

Your email address will not be published. Required fields are marked *