ବାହୁବଳୀ ପରେ କୌଣସି ଫିଲ୍ମ ସାଇନ୍‌ କରି ନ ଥିଲେ ପ୍ରଭାସ

ମୁମ୍ବାଇ,୨୩।୧୦: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ପ୍ରଭାସ ବୁଧବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଅକ୍ଟୋବର ୨୩ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ହେଉଛି ଭେଙ୍କଟ୍‌ ସତ୍ୟନାରାୟଣ ପ୍ରଭାସ ରାଜୁ ଉପ୍ପଲପଟ୍ଟି। ତାଙ୍କ ପିତା ସୂର୍ଯ୍ୟନାରାୟଣ ରାଜୁ ଜଣେ ଫିଲ୍ମ ନିର୍ମାତା। ପିଲାଦିନେ ପ୍ରଭାସ ହୋଟେଲ ଇଣ୍ଡଷ୍ଟ୍ରିରେ କାମ କରିବାକୁ ବେଶ୍‌ ଆଗ୍ରହୀ ଥିଲେ। ତେବେ ପରବର୍ତ୍ତୀ ସମୟରେ ସେ ଫିଲ୍ମ ଦୁନିଆକୁ ଟାଣି ହୋଇ ଚାଲିଆସିଥିଲେ। ଆମିର ଖାଁଙ୍କ ଫିଲ୍ମ ଥ୍ରୀ-ଇଡିୟଟସ୍‌ ସେ ୨୦ ଥର ହଲ୍‌ରେ ଦେଖିଥିବା ଏକ ସାକ୍ଷାତକାର୍‌ରେ କହିଥିଲେ। ବାହୁବଳୀ ଫିଲ୍ମର ଶୁଟିଂ ପରେ ପ୍ରଭାସ ଅନ୍ୟ କୌଣସି ଫିଲ୍ମ ସାଇନ୍‌ କରି ନ ଥିଲେ। ବାହୁବଳୀ ତାଙ୍କ ପାଇଁ ଦେଶ ତଥା ବିଦେଶରେ ନୂଆ ପରିଚିତି ଆଣିଦେଇଥିବା ପ୍ରଭାସ କୁହନ୍ତି।


All Right Reserved By Dharitri.Com

ଫେରୁଛି ‘ରୋଜା’

ମୁମ୍ବାଇ: ମଣିରତ୍ନମଙ୍କ ନିର୍ଦ୍ଦେଶିତ ଫିଲ୍ମ ୧୯୯୨ରେ ପରଦାରେ ସୁପରହିଟ୍‌ ସାବ୍ୟସ୍ତ ହୋଇଥିବା ବେଳେ ଏବେବି ଏହା ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ଏଥିରେ ଅରବିନ୍ଦ...

ବିବାହର ଗୋଟିଏ ଦିନ ପରେ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କଲେ ମୋନା

‘ଜସି ଜୈସି କୋଇ ନହିଁ’ ଟିଭି ସିରିୟଲର ଅଭିନେତ୍ରୀ ମୋନା ସିଂହ ଡିସେମ୍ବର ୨୭ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହର ଗୋଟିଏ ଦିନ ପରେ...

ଫେରି ପାରନ୍ତି ଇସା

ମୁମ୍ବାଇ: ବଲିଉଡ୍‌ ନାୟିକା ଇସା ଦଓ୍ବେଲ ପୁଣିଥରେ ପରଦା ମୁହାଁ ହୋଇଛନ୍ତି ବୋଲି ଖବର ମିଳିଛି। ବିବାହ ଓ ମାତୃତ୍ୱଲାଭ ପରେ ସେ ବଡ ପରଦାରୁ...

ଚେସ୍‌ ପ୍ରିୟ କ୍ୟାଟ୍ରିନା

ଅଭିନେତ୍ରୀ ହେବା ପୂର୍ବରୁ କ୍ୟାଟ୍ରିନା ଚେସ୍‌ ଖେଳିବାକୁ ପସନ୍ଦ କରୁଥିଲେ। ଏପରି କି ଜଣେ ଭଲ ଚେସ୍‌ ଖେଳାଳି ଭାବରେ ସେ ଅନେକ ଥର ପୁରସ୍କୃତ...

ପ୍ରଭାସଙ୍କ ଫୋନ୍‌ ଉଠାଉନାହାନ୍ତି ଅନୁଷ୍କା

ଫିଲ୍ମ ‘ବାହୁବଳୀ’ରେ ଦମ୍‌ଦାର ଅଭିନୟ କରି ଲୋକପ୍ରିୟତା ଅର୍ଜନ କରିଥିବା ପ୍ରଭାସଙ୍କ ଅଗାମୀ ଫିଲ୍ମ ‘ସାହୋ’ ରିଲିଜ୍‌ ଅପେକ୍ଷାରେ ଅଛି। ଫିଲ୍ମର ପ୍ରମୋଶନ ପାଇଁ ଜୋରସୋରରେ...

‘ଇନ୍‌-ଶା-ଆଲ୍ଲା’ରେ ସଲମାନ୍‌-ଆଲିଆ

ମୁମ୍ବାଇ: ନିର୍ମାଣ ହେବାକୁ ଯାଉଥିବା ଆଗାମୀ ଫିଲ୍ମ ‘ଇନ୍‌-ଶା-ଆଲ୍ଲା’ରେ ଅଭିନୟ କରିବେ ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ୍‌। ତାଙ୍କ ସହ ଆଲିଅ ଭଟ୍ଟଙ୍କ ଯୋଡି ବେଶ୍‌...

କାର୍ତ୍ତିକ-ସାରାଙ୍କ ବ୍ରେକ୍‌ଅପ୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ସାରା ଅଲି ଖାନ୍‌ ଏବଂ କାର୍ତ୍ତିକ ଆର୍ୟନ୍‌ଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଦୁଃଖ ଖବର। ବଲିଉଡ୍‌ର ଏହି କ୍ୟୁଟ୍‌ ଲଭ୍‌-ବାର୍ଡଙ୍କ ବ୍ରେକ୍‌ଅପ୍‌...

ଇନଷ୍ଟାଗ୍ରାମ୍‌ରେ କିଙ୍ଗ୍‌ ଖାଁଙ୍କ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଲା

ମୁମ୍ବାଇ: କିଙ୍ଗ୍‌ ଖାଁ ଶାହରୁଖଙ୍କ ପ୍ରଶଂସକଙ୍କ ପାଇଁ ଭଲ ଖବର ଆସିଛି। ଏବେ ଶାହରୁଖ ଖାଁଙ୍କ ଇନଷ୍ଟାଗ୍ରାମ୍‌ରେ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଛି। ଏବେ...

Leave a comment

Your email address will not be published. Required fields are marked *