Posted inଜାତୀୟ

ବନ୍ଧୁକ ଉଠାଇଲେ ମିଳିବ ମୃତ୍ୟୁ: ଡିଜିପି ଦିଲ୍‌ବାଗ ସିଂଙ୍କ ଚେତାବନୀ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ ସମ୍ପର୍କରେ ଡିଜିପି ଦିଲ୍‌ବାଗ ସିଂ ଚେତାବନୀ ଦେଇଛନ୍ତି। ସେ ଆତଙ୍କବାଦୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ବନ୍ଧୁକ ଉଠାଇଲେ କେବଳ ମୃତ୍ୟୁ ହିଁ ମିଳିବ। ଜମ୍ମୁ-କଶ୍ମୀରରେ ଶାନ୍ତିର ପରିବେଶ ସୃଷ୍ଟି କରିବା ସୁରକ୍ଷାକର୍ମୀଙ୍କ ମୁଖ୍ୟ ଲକ୍ଷ୍ୟ ଥିବାବେଳେ ଏହି କାର୍ଯ୍ୟରେ ବାଧାଦେଲେ ମୃତ୍ୟୁ ମିଳିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମିଳିତ ସୁରକ୍ଷାକର୍ମୀଙ୍କ ଯୋଜନାବଦ୍ଧ ଆତଙ୍କବାଦ ବିରୋଧୀ ରଣନୀତି ଦ୍ୱାରା ଇତିମଧ୍ୟରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ସଂଖ୍ୟା ଧୀରେଧୀରେ କମିବାରେ ଲାଗିଛି। ଏହାକୁ ନେଇ ପାକିସ୍ତାନ ଆର୍ମି ସହିତ ଆଇଏସ୍‌ଆଇର ଚିନ୍ତା ବଢ଼ିବାରେ ଲାଗିଛି।


All Right Reserved By Dharitri.Com

୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ ଭାଜପା: ରାମ ମାଧବ

ଅଗରତାଲା,୮।୬: ଦେଶରେ କଂଗ୍ରେସ ଦଳ ନାମରେ ଅଧିକ ସମୟ ଧରି କ୍ଷମତାରେ ରହିବାର ରେକର୍ଡ ଅଛି। ତେବେ ଏହି ରେକର୍ଡ ଭାଜପା ଭାଙ୍ଗିବା ସହିତ ୨୦୪୭...

ମେନ୍ଧର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୪।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମେନ୍ଧର ସେକ୍ଟରରେ ପାକିସ୍ତାନ ଶନିବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ପ୍ରାୟ ୯ଟା ୩୦ରେ ମୋର୍ଟାର ମାଡ କରିବା ସହ...

ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ

ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ...

ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ

ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର...

ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର

ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍‌ରେ...

ସାଧାରଣ ନିର୍ବାଚନ ତଥ୍ୟରେ ଅମେଳ: ସୁପ୍ରିମକୋର୍ଟ ଗଲା ଏଡିଆର୍‌

ନୂଆଦିଲ୍ଲୀ,୨୧।୧୧(ଆଇଏଏନ୍‌ଏସ୍‌): ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କିତ ତଥ୍ୟରେ ତାଳମେଳ ନ ଥିବା ଦର୍ଶାଇ ବେସରକାରୀ ସଙ୍ଗଠନ (ଏନ୍‌ଜିଓ) ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆସୋସିଏଶନ୍‌...

ଖାଇକୁ ଖସିଲା କାର: ୬ ଜୀବନ ଗଲା

ଡେରାଡୁନ, ୨୬।୬: ଉତ୍ତରାଖଣ୍ଡର ନ୍ୟୁ ତେହରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସକାଳେ ଏକ କାର ଖାଇ ଭିତରକୁ ଖସିପଡିଛି। ଫଳରେ କାରରେ ଥିବା...

ଜମ୍ମୁ-କଶ୍ମୀର ଜନସାଧାରଣଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି ମୋଦି ସରକାର: ଓମାର ଅବଦୁଲା

ଶ୍ରୀନଗର,୫।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଜମ୍ମୁ-କଶ୍ମୀରରେ ୩୭୦ ଧାରା ହଟିବା ନେଇ ଘୋଷଣା କରିଛନ୍ତି। ଏହା ସହିତ ଜମ୍ମୁ-କଶ୍ମୀରକୁ ଲଦାଖଠାରୁ ମଧ୍ୟ ଅଲଗା କରାଯାଇଥିବା...

Leave a comment

Your email address will not be published. Required fields are marked *