ପ୍ରତାରଣା ପରେ ଫାଣ୍ଡିରେ ବିଧବାଙ୍କୁ ବିବାହ କଲେ ପ୍ରେମିକ

ଭବାନୀପାଟଣା,୨୩।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋର୍ଡା ଫାଣ୍ଡି ଅନ୍ତର୍ଗତ ଗୁରୁଜୁଙ୍ଗ ଗାଁରେ ଜଣେ ବିଧବାଙ୍କୁ ବିବାହର ପ୍ରତିଶ୍ରୁତି ସହ ସେହି ଗାଁର ଭୂପେନ୍ଦ୍ର ହରପାଲ ଦୁଇବର୍ଷ ହେଲା ପ୍ରେମ ସମ୍ପର୍କ ରଖିଥିଲେ। ଫଳରେ ମହିଳା ଜଣକ ଗର୍ଭବତୀ ହେବାରୁ ସେ ଫେରାର ହୋଇଯାଇଥିଲେ। ନିରାଶ ହୋଇ ଶେଷରେ ବିଧବା ମହିଳା ଜଣକ ବୋର୍ଡା ଫାଣ୍ଡିରେ ଅଭିଯୋଗ କରିଥିଲେ। ଏନେଇ ବୋର୍ଡା ଫାଣ୍ଡିରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଫାଣ୍ଡି ଅଧିକାରୀ ରାଜେଶ କୁମାର ଅଗସ୍ତି ତଦନ୍ତ ଜାରି ରଖିଥିଲେ। ତେବେ ସଂପୃକ୍ତ ଯୁବକଙ୍କ ପରିବାରକୁ ଫାଣ୍ଡିରେ ଅଟକ ରଖିବା ପରେ ପରିବାର ଲୋକେ ରାୟପୁରରୁ ଭୂପେନ୍ଦ୍ରଙ୍କୁ ଫାଣ୍ଡିରେ ଆଣି ହାଜର କରିଥିଲେ। ଭୂପେନ୍ଦ୍ର ନିଜ ଦୋଷ ସ୍ବୀକାର କରିବା ପରେ ମଙ୍ଗଳବାର ଫାଣ୍ଡିରେ ଉଭୟଙ୍କ ବିବାହ କରାଯାଇଥିଲା।


All Right Reserved By Dharitri.Com

ବିନା ହେଲମେଟରେ ପେଟ୍ରୋଲ ମନା

ଭଞ୍ଜନଗର,୧୫।୮(ଡି.ଏନ.ଏ)- ସେପ୍ଟେମ୍ବର ୧ରୁ ହେଲମେଟ୍‌ ବ୍ୟବହାର ଆଇନକୁ କଡ଼ାକଡ଼ି କରିବାକୁ ଯାଉଛି ଜିଲା ପ୍ରଶାସନ। ଏନେଇ ବୁଧବାର ଅପରାହ୍ନରେ ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ...

ସିଂହପୁର ଉତ୍ସବ ମୁଖର

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ଅଞ୍ଚଳରେ ସାର୍ବଜନୀନ ଦୁର୍ଗାପୂଜା ମହାସମାରୋହରେ ଆରମ୍ଭ ହୋଇଛି।ସିଂହପୁର, ଓଳେଇ ଚନ୍ଦନପୁର, ମଲିଆ, ବଂଶୀପୁରରେ ମା’ଙ୍କ ପୂଜା ଚାଲିଛି।...

ରୋଗୀଙ୍କୁ ମିଳୁନି ଚିକତ୍ସା ସେବା

କପ୍ତିପଦା,୨୯ା୭(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପଯର୍‌ୟସ୍ତ ହୋଇପଡିଛି। ଡାକ୍ତରଙ୍କ ଅଭାବ ସାଙ୍ଗକୁ ପରିଚାଳନାଗତ ଅବ୍ୟବସ୍ଥା କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସବୁବେଳେ ଚର୍ଚ୍ଚାରେ...

୧୦ ଦିନ ପରେ ଥାନାରେ ଏତଲା

ଗଞ୍ଜାମ,୨୮ା୧୧(ଡି.ଏନ.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ଜଣେ ନାବାଳିକା (୧୬)ଙ୍କୁ ଅପହରଣ କରାଯାଇଥିବା ନେଇ ଗତ ୨୧ରେ ଅଭିଯୋଗ ହୋଇଛି। ଅପହରଣର ୧୦ ଦିନ ପରେ ଅପହୃତା...

କେନ୍ଦ୍ରାପଡ଼ାରେ ବଜ୍ରପାତ: ୫ ମୃତ, ୨ ଗୁରୁତର

କେନ୍ଦ୍ରାପଡ଼ା ଅଫିସ/ପାଟକୁରା, ୨୧।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଅଞ୍ଚଳରେ ବଜ୍ରପାତରେ ବୁଧବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମହାକାଳପଡ଼ା କରଞ୍ଜ ଗାଁରେ...

୧୪ ଦଫା ଦାବିରେ ଅଙ୍ଗନୱାଡି କର୍ମୀଙ୍କ ଧାରଣା

ଖୋର୍ଦ୍ଧା ଅଫିସ,୪।୧୧: ଅଲ୍‌ ଓଡ଼ିଶା ଅଙ୍ଗନୱାଡି ମହିଳା କର୍ମୀଙ୍କ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯାଇଛି। ଏ ନେଇ ଅଙ୍ଗନୱାଡି କର୍ମୀମାନେ...

ଓଭରବ୍ରିଜ୍‌ କଡ଼ ପାଲଟିଛି ଆବର୍ଜନା ସ୍ଥଳ

କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍‌ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ...

କୃଷି, ଗ୍ରାମୀଣ ମଜଦୁର ସଂଘ ସମ୍ମିଳନୀ

ବ୍ରହ୍ମପୁର ଅଫିସ୍‌,୭ା୭-ଓଡ଼ିଶା କୃଷି ଏବଂ ଗ୍ରାମୀଣ ମଜଦୁର ସଂଘ ଗଞ୍ଜାମ ଜିଲା ସମ୍ମିଳନୀ ଶନିବାର ସ୍ଥାନୀୟ ଏନ୍‌ଜିଓ ହଲ୍‌ରେ ଅନୁଷ୍ଠିତ ହୋଇଥିଲା। ସଭାପତି ରାଜେନ୍ଦ୍ର ନାଥ...

Leave a comment

Your email address will not be published. Required fields are marked *