ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଚୋରି

ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି। ଏ ନେଇ ପାର୍ଲର ମାଲିକ କମଳା ସାହୁ ଟାଉନ ଥାନାରେ ଏତଲା ଦାଏର କରିବା ପରେ ପୋଲିସ ନିକଟସ୍ଥ ଦୋକାନଗୁଡ଼ିକର ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ ଆରମ୍ଭ କରିଛି। ଦୋକାନୀ ଜଣଙ୍କ ସ୍ବଳ୍ପ ସମୟ ପାଇଁ ଅନୁପସ୍ଥିତ ଥିବା ସୁଯୋଗରେ କୌଣସି ଦୁର୍ବୃତ୍ତ କ୍ୟାସ୍‌ବକ୍ସରୁ ଗଣା ହୋଇ ରଖାଯାଇଥିବା ଟଙ୍କା ନେଇ ଚମ୍ପଟ ମାରିଥିବା ଜଣାପଡ଼ିଛି। ଲଗାତାର ସହରରେ ଚୋରି ଓ ଲୁଟ୍‌ ଘଟଣା ସହରବାସୀଙ୍କ ପାଇଁ ଏବେ ନିତିଦିନିଆ ପାଲଟିଛି।


All Right Reserved By Dharitri.Com

ଗରିବ୍‌ ଦୁଖିକର ଲାଗି ଦୁରଲଭ ହେଲାନ ପଖାଲ

ଜାମଟିକ୍ରା, ୨୭।୪ (ଡି.ଏନ୍‌.ଏ.): ଓଡ଼ିଶାରେ ଗଁାଗଁଲିନୁ ଆରମ୍‌ କରି ସହର ତକ୍‌ ସମକର ପସନ୍‌ ପଖାଲ। ଖରାଦିନ୍‌ ଆରମ୍‌ ହେଲେ ସମ୍‌କର ମନ୍‌ ପଖାଲ ଖାଏବାକେ...

ନକଲି ବିଦେଶୀ ମଦ କାରଖାନା ଠାବ

ଭଦ୍ରକ ଅଫିସ/ତିହିଡ଼ି,୩୦।୧୦(ଡି.ଏନ୍‌.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସିନ୍ଦୋଳ ଗ୍ରାମରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି।...

ପାହାଡ଼ରୁ ଖସି ବ୍ୟକ୍ତିଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୧୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ – ଜିଲିଂ ପାହାଡ଼ରୁ ଖସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ଜୁରୁଡ଼ି ଅଞ୍ଚଳର...

ପୁରୀ ସୁରକ୍ଷା ମଞ୍ଚ-ପ୍ରଶାସନ ଆଲୋଚନା ବିଫଳ

ପୁରୀ ଅଫିସ, ୫ା୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଅଶାନ୍ତ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ପ୍ରଶାସନର...

‘ଜାତୀୟସ୍ତରୀୟ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କର’

ଅନୁଗୋଳ ଅଫିସ୍‌, ୨୪ା୧ ଅନୁଗୋଳ ଫରେଷ୍ଟ ରେଞ୍ଜର କଲେଜରେ ରାଜ୍ୟସ୍ତରୀୟ ବନ ବିଭାଗ ସ୍ପୋଟର୍‌ସ ମିଟ୍‌ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ରାଜ୍ୟର ୮ଟି ସର୍କଲର...

ବାଲିକୁଦା ପଞ୍ଚାୟତ ସମିତି ସପ୍ତମ ସାଧାରଣ ବୈଠକ: ପାନୀୟ ଜଳ, ପରିମଳ ଉପରେ ଗୁରୁତ୍ୱାରୋପ

ବାଲିକୁଦା,୧୨ା୧୨(ସ୍ବ.ପ୍ର.): ବାଲିକୁଦା ପଞ୍ଚାୟତ ସମିତି ସଭାଗୃହରେ ବୁଧବାର ସମିତିର ସପ୍ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି...

ଗୁଗଲ୍‌ ଟ୍ରାନ୍ସଲେଟରରେ ‘ଓଡ଼ିଆ’ ଭାଷା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବହୁଦିନର ପ୍ରତୀକ୍ଷା ପରେ ଗୁଗଲ୍‌ ଟ୍ରାନ୍ସଲେଟର୍‌ରେ ସାମିଲ ହୋଇଛି ଓଡ଼ିଆ ଭାଷା। ବିଶ୍ୱର ସର୍ବାଧିକ ଲୋକପ୍ରିୟ ସର୍ଚ୍ଚଇଞ୍ଜିନ୍‌ ଗୁଗଲ୍‌ର ଅନୁବାଦ ବିଭାଗରେ ୫ ନୂଆ...

Leave a comment

Your email address will not be published. Required fields are marked *