ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୮୮୫ଟି ହେଉଛି ଲୋକାଲ କେସ। ଆଜି ଖେର୍ଦ୍ଧା ଜିଲାରୁ ସର୍ବାଧିକ ୧୪୬୦ ଜଣ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରୁ ୯୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୮୬୭ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫୫୨, ସମ୍ବଲପୁର ୫୪୭, ମୟୂରଭଞ୍ଜରୁ ୫୦୭, ବରଗଡ଼ରୁ ୩୩୯, ଝାରସୁଗୁଡ଼ାରୁ ୩୦୭, ନୟାଗଡ଼ ୨୭୭, ପୁରୀରୁ ୩୫୬, ନୂଆପଡ଼ାରୁ ୨୩୨ ଜଣ, ଯାଜପୁରରୁ ୩୭୮, ଜଗତସିଂହପୁରରୁ ୩୦୨, କଳାହାଣ୍ଡିରୁ ୨୯୯, ଗଞ୍ଜାମରୁ ୧୯୬, ବୌଦ୍ଧରୁ ୨୧୩, ଢେଙ୍କାନାଳରୁ ୧୬୨, ଭଦ୍ରକରୁ ୪୩୧, ବଲାଙ୍ଗୀରରୁ ୨୮୮, ସୁବର୍ଣ୍ଣପୁରରୁ ୨୫୨, କେନ୍ଦ୍ରାପଡା ୧୫୬, କେନ୍ଦୁଝରରୁ ୧୬୫, କୋରାପୁଟରୁ ୨୮୦, ରାୟଗଡା ୧୭୦, ଦେବଗଡ ୧୦୭, ଗଜପତିରୁ ୮୨, କନ୍ଧମାଳରୁ ୬୬, ମାଲକାନଗିରିରୁ ୧୦୨କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍ରୁ ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୪ ହଜାର ୪୦୧କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୫୩ ହଜାର ୭୫ ଜଣ ଥିବା ବେଳେ ସୁସ୍ଥ ହେଲେଣି ୫ ଲକ୍ଷ ୬୫ ହଜାର ୯୫ ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
Archives

