ଘରୁ ଜବତ ହେଲା ୧୧୧ କଇଁଛ, ବେପାରୀ ଗିରଫ

ଭୋଗରାଇ,୧୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜଳସୋହରିଆ ଗ୍ରାମରୁ ରବିବାର ବନ୍ୟପ୍ରାଣୀ ବିଭାଗ ୧୧୧ଟି କଇଁଛ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରାଯାଇଛି। ସେ ହେଲେ ଗୌରାଙ୍ଗ ମଣ୍ଡଳ। ଗୌରାଙ୍ଗ କଇଁଛଗୁଡ଼ିକୁ ଘରେ ରଖି ପଶ୍ଚିମବଙ୍ଗରେ ବିକ୍ରି କରିବାକୁ ଯୋଜନା କରୁଥିଲେ ବୋଲି ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଢ଼ାଉରେ ଫରେଷ୍ଟର ଭକ୍ତିଲତା ଦାସ, ଫରେଷ୍ଟ ଗାର୍ଡ ରଞ୍ଜିତା ବିଶ୍ୱାଳ, ମନୋହର ସିଂ, ଦିଲ୍ଲୀପ ସିଂ, ସଞ୍ଜୟ ମହାନ୍ତି, ମିନତୀ ମାଝି, ଭକ୍ତିଲତା ଦାସ ସାମିଲ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟାନୁଷ୍ଠାନରେ ରଫାଦଫା

ଯାଜପୁର ଅଫିସ/କୋରେଇ (ଡି.ଏନ୍‌.ଏ.),୩ା୪: ନକଲି ଜାତିଗତ ପ୍ରମାଣପତ୍ର ଅଭିଯୋଗରେ ୨ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିବାବେଳେ ସମାନ ଜାତିର ଅନ୍ୟ ୯ ଶିକ୍ଷକଙ୍କୁ କ୍ଲିନ୍‌ଚିଟ୍‌ ଦିଆଯାଇଛି।...

ଜିଲା ମୁଖ୍ୟ ଚିକିତ୍ସାଳୟ ପାଖରେ ନାହିଁ ଶୌଚାଳୟ

ଦେବଗଡ,୨୧।୪: (ଡି ଏନ ଏ) ଦେବଗଡ ପୌରପାଳିକାର ଜନସଂଖ୍ୟା ବଢିବାରେ ଲାଗିଛି। ସହରର ପରିମଳ ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଇ ବିଭନ୍ନ ସ୍ଥାନରେ ଶୌଚାଳୟ ଏବଂ...

ବାଲ୍ୟ ବିବାହମୁକ୍ତ ଜିଲା ଘୋଷଣା ଭେଳିକି

ବ୍ରହ୍ମପୁର,୧୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାକୁ ୨୦୨୨ ଜାନୁୟାରୀ ୩ତାରିଖରେ ବାଲ୍ୟବିବାହ ମୁକ୍ତ ଜିଲା ଘୋଷଣା କରାଯାଇଥିଲା। କିନ୍ତୁ ସେହି ବର୍ଷ ଗଞ୍ଜାମ ଜିଲାରେ ୩୩୧...

ସ୍ତ୍ରୀଙ୍କୁ ନେଉଥିଲେ ମେଡିକାଲ, ପିଟିଲା ଟ୍ରକ୍‌

ପାଟଣା,୨୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ନଂ. ଜାତୀୟ ରାଜପଥରେ ବୁଧବାର ଘଟିଛି ଏକ ଦୁର୍ଘଟଣା। ସକାଳୁ ମଙ୍ଗଳପୁର ଛକ ଏଞ୍ଜେଲ ଢାବା...

ରାଜନୈତିକ ହିଂସା: ଘର, ଗାଡ଼ି ଭଙ୍ଗାରୁଜା

ବାସୁଦେବପୁର,୨୨।୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଭାତପଡ଼ା ଗ୍ରାମରେ ରବିବାର ରାତିରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଓ ବିଜେଡି...

ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି

କର୍ଲାମୁଣ୍ଡା,୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ...

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ...

ସମୃଦ୍ଧ ହେବ ଡୋକ୍ରା ହସ୍ତଶିଳ୍ପ

ଢେଙ୍କାନାଳ ଅଫିସ, ୧୪।୬ ଢେଙ୍କାନାଳ ହେବ ଡୋକ୍ରା ହସ୍ତକଳାର ହବ୍‌। ଏଠାରୁ ପ୍ରସ୍ତୁତ ସାମଗ୍ରୀ ଦେଶବିଦେଶରେ ପହଞ୍ଚତ୍ବ। ଏହାକୁ ଜୀବିକା ଭାବେ ଗ୍ରହଣ କରିଥିବା ଶିଳ୍ପୀଙ୍କ...

Advertisement
Archives

Model This Week