ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୧୯ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୪,୮୮୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୫୧, କଟକରୁ ୯୪୪, ଅନୁଗୋଳରୁ ୮୬୪ ଓ ସୁନ୍ଦରଗଡ଼ରୁ ୭୦୮ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୫୦୯, ବରଗଡ଼ ୩୩୯, ଭଦ୍ରକ ୪୮୯, ବଲାଙ୍ଗୀର ୨୯୮, ବୌଦ୍ଧ ୨୭୩, ଦେବଗଡ଼ ୧୨୫, ଢ଼େଙ୍କାନାଳ ୧୩୧, ଗଜପତି୧୫୭, ଗଞ୍ଜାମ ୨୧୪, ଜଗତସିଂହପୁର ୩୧୮, ଯାଜପୁର ୩୯୬, ଝାରସୁଗୁଡ଼ା ୧୧୩, କଳାହାଣ୍ଡି ୩୯, କନ୍ଧମାଳ ୧୩୨, କେନ୍ଦ୍ରାପଡ଼ା ୧୫୦, କେନ୍ଦୁଝର ୧୬୯, କୋରାପୁଟ ୨୫୧, ମାଲକାନଗିରି ୧୦୦, ମୟୁରଭଞ୍ଜ ୬୩୫, ନବରଙ୍ଗପୁର ୩୫୭, ନୟାଗଡ଼ ୩୩୨, ନୂଆପଡ଼ା ୧୧୪, ପୁରୀ ୪୭୩, ରାୟଗଡ଼ା ୨୦୯, ସମ୍ବଲପୁର ୩୮୪, ସୋନପୁର ୧୮୦ ଓ ଷ୍ଟେଟ ପୁଲରୁ ୨୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୯,୫୩୦ରେ ପହଞ୍ଚିଛି। ସେଥିମଧ୍ୟରୁ ୫,୬୭,୩୮୨ଜଣ ସୁସ୍ଥ ହୋଇଥିବା ବେଳେ ୧,୦୯,୬୩୯ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri