ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ୪ଟି ରାଉଣ୍ଡ୍ ନାମଲେଖା ହୋଇଥିଲେ ମଧ୍ୟ ସିଟ୍ ପୂରଣ ହୋଇପାରି ନାହିଁ। ଏବେ ବି ଲକ୍ଷେରୁ ଊର୍ଦ୍ଧ୍ୱ ସିଟ୍ ଖାଲି ପଡ଼ିଛି। ଯୁକ୍ତ୨ ଭଳି ଯୁକ୍ତ୩ ପାଇଁ ବି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବାର ଆଶଙ୍କା ରହିଛି। ସାମ୍ସ ପୋର୍ଟାଲରୁ ମିଳିଥିବା ସୂଚନାନୁସାରେ, ଗତ ଜୁଲାଇ ୧୫ରୁ ଯୁକ୍ତ୩ ନାମଲେଖା ଆରମ୍ଭ ହୋଇ ଅଗଷ୍ଟ ୨୮ରେ ସରିଥିଲା। ରାଜ୍ୟର ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍ ରହିଥିବାବେଳେ ୪ଟି ରାଉଣ୍ଡ୍ରେ ୧,୫୯,୦୫୫ଜଣ ନାମ ଲେଖାଇଛନ୍ତି ଓ ୧,୧୧,୧୦୮ ସିଟ୍ ଖାଲି ପଡ଼ିଛି। ଏଥିମଧ୍ୟରୁ କଳାରେ ୪୮,୪୫୪, ପଦାର୍ଥ ବିଜ୍ଞାନରେ ୨୬,୫୦୦, ଜୈବ ବିଜ୍ଞାନରେ ୧୨,୩୪୨, ବାଣିଜ୍ୟରେ ୧୭,୦୬୯, ସେଲ୍ଫ ଫାଇନାନ୍ସିଂରେ ୯୮୭ ଏବଂ ସଂସ୍କୃତରେ ୫,୭୫୬ଟି ସିଟ୍ ଖାଲି ପଡ଼ିଛି। ଲକ୍ଷେରୁ ଅଧିକ ସିଟ୍ ବଳି ପଡ଼ିଯାଇଥିବାରୁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବା ସମ୍ଭାବନା ରହିଛି।
ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍ପି
ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ…
ସାପ ନେଲା ଚାଷୀଙ୍କ ଜୀବନ
ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…
ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…
ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ…
ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା
ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…
ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା
କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…
ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…
Archives

