Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହେବ ଅଧିକ ସଶକ୍ତ: ମୋଦି

ନୂଆଦିଲ୍ଲୀ,୨୫।୫: ଏଣିକି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକ ସକ୍ରିୟ ଭାବେ କାର୍ଯ୍ୟ କରିବ। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ମୋଦି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହିତ ସାକ୍ଷାତ୍‌ କରି ଏପରି କହିଛନ୍ତି। ନିଜ କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କର୍ମଚାରୀ ତାଙ୍କୁ ସହଯୋଗ କରିଥିବାରୁ ମୋଦି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଧାରା ଆଗାମୀ ଦିନରେ ଜାରି ରହିବ ବୋଲି ମୋଦି ଆଶା ବ୍ୟକ୍ତ କରିଛନ୍ତି।


All Right Reserved By

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି...

ମାଡିଆସୁଛି ବାତ୍ୟା ‘ବାୟୁ’

ନୂଆଦିଲ୍ଲୀ, ୧୧।୬: ଫନୀ ପରେ ଏବେ ପୁଣି ମାଡିଆସୁଛି ଆଉ ଏକ ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ...

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ...

ସାମ୍ବାଦିକ ରବୀଶ କୁମାର ମାଗସେସେ ପୁରସ୍କାର ପାଇଁ ମନୋନୀତ

ନୂଆଦିଲ୍ଲୀ, ୨।୮: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମନ ମାଗସେସେ ପୁରସ୍କାର ୨୦୧୯ ପାଇଁ ଭାରତୀୟ ସାମ୍ବାଦିକ ରବୀଶ କୁମାରଙ୍କ ସମେତ ଏସିଆର ୫ଜଣ ମନୋନୀତ...

ଇମର୍ଜେନ୍ସି ବେଳେ ଜେଲ ଯାଇଥିବା ବ୍ୟକ୍ତିଙ୍କୁ ମିଳିବ ପେନ୍‌ସନ

ମୁମ୍ବାଇ, ୨୬ା୬: ଇମର୍ଜେନ୍ସି ସମୟରେ ଗିରଫ ହୋଇ ଜେଲ୍‌ ଯାଇଥିବା ବ୍ୟକ୍ତିଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଇ ସେମାନଙ୍କୁ ସମ୍ମାନିତ କରାଯିବ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...

ବାଚସ୍ପତିଙ୍କ କୋର୍ଟରେ ବଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୮ା୭: କର୍ନାଟକରେ ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ମେଣ୍ଟର ବିଧାୟକମାନେ ଇସ୍ତଫା ଦେବା ପରେ ତେରମାସିଆ ସରକାର ଉପରେ ଘନକଳାବାଦଲ ଉଠିଛି।...

ଅଗଷ୍ଟ ୧୫ରେ ଲଦାଖରେ ପତାକା ଉଡାଇବେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ...

୨୯ ଥର ନିର୍ବାଚନ ଲଢିଥିବା ଭାଜପାର ଯୁବ ଅଧ୍ୟକ୍ଷ ଗୋଟିଏ ଥର ବି ହାରିନାହାଁନ୍ତି

ନୂଆଦିଲ୍ଲୀ,୨୭।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ୫୦ ବର୍ଷ ବୟସରେ ଦଳର ଅଧ୍ୟକ୍ଷ ପଦ ସମ୍ଭାଳି ଥିବାରୁ ତାଙ୍କୁ ସବୁଠାରୁ ଯୁବ ଅଧ୍ୟକ୍ଷ ବୋଲି କୁହାଯାଏ।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *