ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି। ସେ କର୍ନାଲ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ପାଇଁ ଗତ ୨୧ ତାରିଖରେ ଭୋଟ ଗ୍ରହଣ କରାଯାଇଥିଲା। ହରିୟାଣାର ୯୦ଟି ଆସନ ପାଇଁ ଭୋଟ ଗଣତି କରାଯାଉଛି।


All Right Reserved By Dharitri.Com

ଆଠମଲ୍ଲିକ ବିଧାନସଭା: ବିଜେଡିର ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୪ର୍ଥ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୭୮୪୯ ଖଣ୍ଡ ଭୋଟ...

ଦ୍ୱିତୀୟ ଦିନ ନିର୍ବାଚନ ପ୍ରଚାରରେ ମୋଦି

ନୁଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୁଣିଥରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଦ୍ୱାରକାରେ ସେ ଏକ ଜନସଭାକୁ ଉଦ୍‌ବୋଧନ...

ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଡୋଡ଼ା ଜିଲାର ରାମବନଠାରେ ଭାରତୀୟ ସେନା ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ବଟୋଟ୍‌-ଡୋଡ଼ା ରୋଡ୍‌ରେ ସେନା ଗାଡ଼ି ଉପରେ ଶନିବାର ସକାଳ...

ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ...

ଶପଥ ଗ୍ରହଣ ଉତ୍ସବକୁ ମୋଦିଙ୍କୁ ନିମନ୍ତ୍ରଣ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ଆସନ୍ତା ୧୬ ତାରିଖ ଅର୍ଥାତ୍‌ ରବିବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।...

ରାଜାଙ୍କର ଅଛନ୍ତି ୬୦ ସ୍ତ୍ରୀ…

ପୂର୍ବକାଳରେ ରାଜାମାନଙ୍କର ଏକାଧିକ ସ୍ତ୍ରୀ ରହୁଥିବାର ନଜିର ରହିଛି । ସେହିପରି ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ରହିଛି କେତେଜଣ ରାଜାଙ୍କର ଥାଟବାଟ। ନାଗାଲାଣ୍ଡର ଲୋଙ୍ଗବା...

ଦିଲ୍ଲୀ ସର୍ବାଧିକ ପ୍ରଦୂଷିତ ରାଜଧାନୀ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ରାଜଧାନୀ ସହର ଭାବେ ପରିଗଣିତ ହୋଇଛି। ଓ୍ବାଲର୍‌ଡ ଏୟାର୍‌ କ୍ୱାଲିଟି ରିପୋର୍ଟ-୨୦୧୯ ରିପୋର୍ଟ ଅନୁଯାୟୀ ବିଶ୍ୱର...

ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ଫାରୁଖ ଅବଦୁଲ୍ଲା: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ବର୍ହିର୍ବ୍ୟାପାର ତଥା ଅର୍ଥ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରଧାନମନ୍ତ୍ର୍‌ୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଏକ ଟୁଇଟ ଜରିଆରେ ସେ କହିଛନ୍ତି, ମୋଦିଙ୍କ...

Leave a comment

Your email address will not be published. Required fields are marked *