ଛୁଆ ହାତୀର ମୃତ ଦେହ ଉଦ୍ଧାର, ହାତୀ ପଲଙ୍କ ଆକ୍ରମଣରେ ମୃତ୍ୟୁ ସନ୍ଦେହ

ପରଜଙ୍ଗ,୨୪।୧୦(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଡମୋଳ ଗାଁ ନିକଟ ଧାନ ବିଲରୁ ଗୁରୁବାର ଏକ ଛୁଆ ହାତୀର ମୃତଦେହକୁ ଉଦ୍ଧାର କରାଯାଇଛି। ହାତୀଟି ବୁଧବାର ରାତିରୁ ମରି ପଡ଼ିଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ବୁଧବାର ରାତି ହାତୀପଲଙ୍କ ଭିତରେ ସଂଘର୍ଷ ହୋଇଥିବା ବେଳେ ସେମାନଙ୍କ ରଡି ଗାଁଲୋକେ ଶୁଣିବାକୁ ପାଇଥିଲେ। ଏହାପରେ ଗାଁଲୋକେ ବନ ବିଭାଗକୁ ଖବର ଦେଇଥିଲେ ସୁଦ୍ଧା କେହି ଆସି ନ ଥିବାରୁ ଛୁଆ ହାତୀର ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


All Right Reserved By Dharitri.Com

ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ

ବାଲେଶର ଅଫିସ,୧୯।୫: ବାଲେଶର ଜିଲା ସଦର ଥାନା ରସାଳପୁର ଅଞ୍ଚଳର ନଦୀଗାଁ ଗାଁରେ ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନ ୮ଟାରେ...

ପରିବା ଗୋଦାମ ପୋଡ଼ିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ, ୧୫ା୧୧ -ସ୍ଥାନୀୟ ହାଟପଦା ହାଟରେ ଥିବା ଏକ ପରିବା ଗୋଦାମ ଗୃହକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏଥିରେ ଲକ୍ଷାଧିକ...

ଅନନ୍ୟ କାରିଗର ‘ଷଷ୍ଠ ଶ୍ରେଣୀରୁ ମୂର୍ତ୍ତି ଗଢ଼ି ପାଠ ପଢ଼ିଛି ’

କେନ୍ଦୁଝର, ୫ା୯ (ସ୍ବ.ପ୍ର.)-ପିଲାଟି ଦିନରୁ ମୂର୍ତ୍ତି କଳା ପ୍ରତି ଆଗ୍ରହ ଥିଲା ା ତୃତୀୟ ଶ୍ରେଣୀରୁ ଛୋଟ ଛୋଟ ମୂର୍ତ୍ତି ଗଢିବା ପରେ ଷଷ୍ଠ ଶ୍ରେଣୀରୁ...

ଆନ୍ଦୋଳନରୁ ଓହରିଲେ ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀ

ଭଣ୍ଡାରିପୋଖରୀ,୫।୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍‌ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆଙ୍କ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ରାଜସ୍ବ ଅମଲା...

ବାପାଙ୍କ ଏଟିଏମ୍‌ କାର୍ଡ ଆଣିବାକୁ ଯାଇ ଫେରିଲେନି ୩ ଭାଇ: ସୁଡଙ୍ଗରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ

ଆର୍‌.ଉଦୟଗିରି,୨୩।୫: ଗଜପତି ଜିଲା ଅନ୍ତର୍ଗତ ଅଡବା ଥାନାର ବିରିକୋଟ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ଥିବା ସୁଡଙ୍ଗ ଭିତରକୁ ଯାଇ...

ନକଲି ସାର୍ଟିଫିକେଟ୍‌ରେ ଶିକ୍ଷକତା

ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି...

ଜିଲାସ୍ତରୀୟ ବିଜ୍ଞାନଭିତ୍ତିକ ଗବେଷଣା, ଅନ୍ବେଷଣ ପ୍ରତିଯୋଗିତା: ଏଫଏମ୍‌ କଲେଜର ପ୍ରିୟା, ଅନନ୍ୟା ପ୍ରଥମ

ବାଲେଶ୍ୱର ଅଫିସ, ୬।୩-ବାଲେଶ୍ୱର ସହରସ୍ଥିତ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟରେ ବିଜ୍ଞାନ ଭିତ୍ତିକ ଗବେଷଣା ଓ ଅନ୍ବେଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ପ୍ରଦର୍ଶନୀ...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ଦରମା ଦେଲେ ବସ୍ତା ବିଧାୟକ

ବସ୍ତା,୨୬।୩ (ଡି.ଏନ୍‌.ଏ): କରୋନା ମୁକାବିଲା ପାଇଁ ବାଲେଶ୍ୱର ଜିଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ତାଙ୍କର ଏକ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ...

Leave a comment

Your email address will not be published. Required fields are marked *