ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ ଟୁଇଟ୍‌ ଭାଇରାଲ ହୋଇଛି। ଏହାକୁ ନେଇ ବଲିଉଡ୍‌ ଷ୍ଟାରମାନଙ୍କର ରିଆକଶନ୍‌ ମଧ୍ୟ ଦେଖିବାକୁ ମିଳିଛି। ପୁଣିଥରେ ଫଡନବିଶ ମୁଖ୍ୟମନ୍ତ୍ରୀ ହେବେ ବୋଲି ଅଧିକାଂଶ ବଲିଉଡ୍‌ ଷ୍ଟାର ମତ ରଖିଛନ୍ତି। ତେବେ ବଲିଉଡ୍‌ ପ୍ରଯୋଜକ ଅଶୋକ ପଣ୍ଡିତ ପ୍ରଥମେ ଟୁଇଟ୍‌ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ଅଶୋକ କହିଛନ୍ତି ମହାରାଷ୍ଟ୍ରରେ ମୋଦୁଙ୍କ ଯାଦୁକାମ କରିଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଗତ ୨୧ ତାରିଖରେ ନିର୍ବାଚନ ହୋଇଥିବା ବେଳେ ଏଥିରେ ୩,୨୩୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହୋଇଯାଇଥିଲା।


All Right Reserved By Dharitri.Com

୧୭୦୦ ବର୍ଷ ପୁରୁଣା: ଚାଇନା-ମାମଲ୍ଲାପୁରମ୍‌ ସମ୍ପର୍କ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନାର ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ଦ୍ୱିତୀୟଥର ପାଇଁ ଅନୌପଚାରିକ ଆଲୋଚନା ଚେନ୍ନାଇ ନିକଟସ୍ଥ ମାମଲ୍ଲାପୁରମ୍‌(ମହାବଲୀପୁରମ୍‌)ରେ କରାଯିବା ଚର୍ଚ୍ଚାର ବିଷୟ ହୋଇଛି।...

ଶହୀଦଙ୍କ ପରିବାରଙ୍କୁ ୨୫ ଲକ୍ଷ ଟଙ୍କା ଓ ସରକାରୀ ଚାକିରି ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଓ ଜଣଙ୍କୁ ସରକାରୀ ଚାକିରି ଯୋଗାଇ ଦେବାକୁ ଉତ୍ତର ପ୍ରଦେଶ...

ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ

ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା...

୨ ରାଜ୍ୟ ସଭା ଆସନ ଲାଗି ଉପନିର୍ବାଚନ ୧୬ରେ

ନୂଆଦିଲ୍ଲୀ,୨୭।୯(ପି.ଟି.):ରାଜ୍ୟ ସଭାରେ ଖାଲିପଡ଼ିଥିବା ଦୁଇଟି ଆସନ ଲାଗି ଉପନିର୍ବାଚନ ଅକ୍ଟୋବର ୧୬ରେ ଅନୁଷ୍ଠିତ ହେବ। ସେହିଦିନ ଅପରାହ୍ନ ୫ଟାରେ ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ...

ଉପତ୍ୟକାରେ ଅନିଶ୍ଚିତତା

ନୂଆଦିଲ୍ଲୀ, ୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ଅତିରିକ୍ତ ୩୮ ହଜାର ସେନା ପ୍ରେରଣ କରିବା ପରେ ଏହାକୁ ନେଇ ଉପତ୍ୟକାରେ ଅନିଶ୍ଚିତତା ଜାରି ରହିଛି। ଆତଙ୍କବାଦୀ...

ମୋଦିଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ଦାବି

କୋଲକାତା/ଲକ୍ଷ୍ନୌ,୧ା୫: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିବାର ଦିନକ ପରେ ତାଙ୍କ...

ଚାଳକଙ୍କୁ ହୃଦ୍‌ଘାତ ଯୋଗୁ ପେଟ୍ରୋଲ ପମ୍ପରେ ପଶିଲା ଟ୍ରକ

ଭୋପାଳ,୪।୯: ମଧ୍ୟପ୍ରଦେଶ ସାଗର ସହର କେଣ୍ଟ ଥାନା ଅଞ୍ଚଳ ନିକଟ ଏକ ବାଇପାସ୍‌ରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଗ୍ୟାସ ସିଭିଣ୍ଡର ଭର୍ତ୍ତି ଥିବା ଟ୍ରକ୍‌ଟି...

ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ନିଶକୁ ‘ଜାତୀୟ ନିଶ’ ଘୋଷଣା କରିବାକୁ କହିଲେ ଅଧୀର ରଞ୍ଜନ

ନୂଆଦିଲ୍ଲୀ,୨୪।୬: ଲୋକ ସଭାରେ କଂଗ୍ରେସ ଲିଡର ଅଧୀର ରଞ୍ଜନ ଚୌଧୁରୀ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ କଥା ଉଠାଇଛନ୍ତି। ଅଧୀର କହିଛନ୍ତି ଅଭିନନ୍ଦନଙ୍କୁ ପୁରସ୍କୃତ କରାଯିବା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *