କୋରାପୁଟରେ ୫୬୬.୭ ମିମି ବର୍ଷା ରେକର୍ଡ: ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି

କୋରାପୁଟ,୨୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୫୬୬.୭ ମିମି ବର୍ଷା ହୋଇଥିବାବେଳେ ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡ଼ିଛି। ସେହିପରି କୋରାପୁଟ ବ୍ଲକରେ ୨୨ ମିମି ବର୍ଷା ହୋଇଥିବାବେଳେ ଲମତାପୁଟରେ ୪୬.୧ ମିମି, ପଟ୍ଟାଙ୍ଗିରେ ୫୫ ମିମି, ନନ୍ଦପୁରରେ ୬୮.୪ ମିମି, ଦଶମନ୍ତପୁରରେ ୨୦ ମିମି, ନାରାୟଣପାଟଣାରେ ୮୫.୬ ମିମି, ଲକ୍ଷ୍ମୀପୁରରେ ୬୪ ମିମି, ସେମିଳିଗୁଡାରେ ୬୫ ମିମି, ଜୟପୁରରେ ୬.୪ ମିମି, କୋଟପାଡ଼ରେ ୪.୨ମିମି, କୁନ୍ଦ୍ରାରେ ୪ ମିମି, ବୈପାରୀଗୁଡ଼ାରେ ୧୨ମିମି ବର୍ଷା ହୋଇଥିବାବେଳେ ବୋରିଗୁମ୍ମା ବ୍ଲକରେ ଆଦୌ ବର୍ଷା ହୋଇ ନ ଥିବା ଜିଲା ଜରୁରୀ ବିଭାଗ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ପକ୍ଷରୁ ସୂଚନା ମିଳିଛି।


All Right Reserved By Dharitri.Com

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ : ପୁଣି ବୁହାହେଲେ ଗର୍ଭବତୀ

କୋରୁକୋଣ୍ଡା,୨୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାର କୁଡୁମୁଳୁଗୁମ୍ମା ପଞ୍ଚାୟତର ନଙ୍ଗଳଗୁଡ଼ା ଗ୍ରାମକୁ ରାସ୍ତା ନ ଥିବାରୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀ ପୁଣି ଥରେ ବୁହା ହୋଇ...

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ...

ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ...

ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ...

ମନ ମୋହିଲା ନାଟକ ରଙ୍ଗ ବଦଳେ

ପୁରୀ ଅଫିସ,୨୭ା୨: ପରିବର୍ତ୍ତିତ ସମାଜରେ ସମୟାନୁସାରେ ସବୁ କିଛି ବଦଳିଥାଏ। କିଏ ନିଜର ସ୍ବାର୍ଥ ଲାଗି ତ ଆଉ କିଏ ପରିବାର ଏବଂ କିଏ ସାମୂହିକ...

୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ...

ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀ କୋଟ ଚାର୍ଲାଣ

ଧର୍ମଶାଳା/ଜେନାପୁର,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୂପୁର ପଞ୍ଚାୟତର ପନ୍ତୁରୀ ଗ୍ରାମରେ ସ୍ତ୍ରୀକୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀକୁ ସୋମବାର ଗିରଫ...

ଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ବରଗଡ଼ ଅଫିସ,୧୩।୧୧- ବୁଧବାର ସବୁଆଡ଼େ ଛାଡଖାଇର ମାହୋଲ। ସଭିଁଏ ଉତ୍ସାହ, ଉଦ୍ଦୀପନା ସହିତ ଏହାକୁ ପାଳନ କରୁଛନ୍ତି। ହେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ...

Leave a comment

Your email address will not be published. Required fields are marked *