୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧,୧୭୭ ଆକ୍ରାନ୍ତ; ଅଛନ୍ତି ୧,୦୧୬ ପିଲା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୧୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୪୭୯ରୁ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୬୯୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧,୦୧୬ ଜଣ ପିଲା ରହିଥିବା ନେଇ ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩,୪୨୪ ଥିବା ବେଳେ ଅନୁଗୋଳରୁ ୧୩୨, ବାଲେଶ୍ୱରରୁ ୩୪୨, ବରଗଡ଼ରୁ ୧୨୩, ଭଦ୍ରକରୁ ୯୨, ବଲାଙ୍ଗୀରରୁ ୩୧୨, ବୌଦ୍ଧରୁ ୭୧, କଟକରୁ ୮୨୯, ଦେଓଗଡ଼ରୁ ୨୫, ଢେଙ୍କାନାଳରୁ ୬୫, ଗଜପତିରୁ ୭୩, ଗଞ୍ଜାମରୁ ୧୦୮, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୭୯, ଝାରସୁଗୁଡ଼ାରୁ ୧୯୩, କଳାହାଣ୍ଡିରୁ ୧୭୩, କନ୍ଧମାଳରୁ ୪୭, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୬୯, କୋରାପୁଟରୁ ୧୫୨, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୨୭୬, ନବରଙ୍ଗପୁରରୁ ୧୫୫, ନୟାଗଡ଼ରୁ ୧୫୯, ନୂଆପଡ଼ାରୁ ୭୯, ପୁରୀରୁ ୧୪୧, ରାୟଗଡ଼ାରୁ ୧୮୪, ସମ୍ବଲପୁରରୁ ୩୭୯, ସୋନପୁରରୁ ୨୩୮, ସୁନ୍ଦରଗଡ଼ରୁ ୨୧୩୬ ଏବଂ ଷ୍ଟେଟ୍‌ ପୁଲରୁ ୭୩୭ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୩୩୯,୧୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ...

ପୁଣି ୪ ପୋଲିସ କରୋନା ପଜିଟିଭ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୪ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା...

ଜୀବନ ବଞ୍ଚିବ, ଜୀବିକା ଚାଲିଗଲା

କେନ୍ଦ୍ରାପଡ଼ା ଅଫିସ,୫।୮: ଜୀବନ ରକ୍ଷା ପାଇଁ ଦୀର୍ଘ ୫ ଦଶନ୍ଦୀ ସଂଘର୍ଷର ଅବସାନ ଘଟିଛି। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟାର ଶେଷ ୧୪୮ ପରିବାର...

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ...

ସାନ୍ତରାପୁରରେ ହାତୀ ଆତଙ୍କ

ବଅଁରପାଳ, ୨୪।୩(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ୍ତରାପୁର ପଞ୍ଚାୟତରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ରାତିରେ ଏକ ହାତୀ ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ହାତୀଟି...

ରତ୍ନଭଣ୍ଡାରରୁ ଚୋରି ଅଭିଯୋଗ

ପୁରୀ ଅଫିସ/ଭୁବନେଶ୍ୱର, (ବ୍ୟୁରୋ)୨୪।୨: ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ଆଣି ସିବିଆଇ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଶ୍ରୀଜଗନ୍ନାଥ ସେନା। ଏ...

ମୋବାଇଲ ଫୋନ ଜରିଆରେ ଲକ୍ଷାଧିକ ଟଙ୍କା ଠକେଇ

ଶେରଗଡ,୨୨ା୧୦(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍‌ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା...

ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ...

Advertisement
Archives

Model This Week