ଗଞ୍ଜେଇ ଜବତ, ଜଣେ ଗିରଫ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- ଦାରିଙ୍ଗବାଡ଼ି ପୋଲିସ ଏକ ବାଇକ ସହ ୮କେଜି ୭ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡ଼ା ଥାନା ଗଟଙ୍ଗି ଅଞ୍ଚଳର ପ୍ରତାପ ଦିଗାଳ। ନଂ.୧୦୮/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି। ପ୍ରକାଶ ଯେ, ଏକ ନମ୍ବର ବିହୀନ ବାଇକ୍‌ରେ ପ୍ରତାପ ଗଞ୍ଜେଇ ଧରି ବାଲିଗୁଡ଼ା ଅଞ୍ଚଳରୁ ୫୯ନଂ. ଜାତୀୟରାଜପଥରେ ଦାରିଙ୍ଗବାଡ଼ି ଦେଇ ବ୍ରହ୍ମପୁର ଯାଉଥିଲେ। ସୂଚନା ପାଇ ଦାରିଙ୍ଗବାଡ଼ି ଆଇଆଇସି ମାଝୀ ସଦଳବଳ ଶ୍ରାନିକେତା ଘାଟିରେ ବ୍ଲକିଂ କରି ଯାଞ୍ଚ ବେଳେ ଧରା ପଡିଥିଲେ।


All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ପଞ୍ଚୁପୂଜା: ପାଣିପାଗ ପୂର୍ବାନୁମାନ ଜାଣିବାର ଅଭିନବ ପରମ୍ପରା

ଲଇକେରା,୨୭।୪(ଡି.ଏନ.ଏ.)-ଅକ୍ଷୟ ତୃତୀୟାରେ ଚାଷ ଅନୁକୂଳ ହୁଏ। ପରମ୍ପରା ଅନୁଯାୟୀ ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳର ଚାଷୀମାନେ ନିଜ ଘରେ ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ବିଲରେ...

ଡଗରପଡାରେ ‘ଶାମ୍‌-ଏ-ଗଜଲ’: ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ଝୁମିଲେ ଦର୍ଶକ

ଖଇରା, ୧୯।୧୧(ଡି.ଏନ.ଏ.)-ରବିବାରର ଶୀତୁଆ ସନ୍ଧ୍ୟାରେ କମ୍ପୁଥିଲା ବାଲେଶ୍ୱର ଜିଲା ଖଇରା ବ୍ଲକର ଡଗରପଡା ମାଟି ା ବଲିଉଡର ବିଶିଷ୍ଟ ଗଜଲ ଗାୟକ ଅଲତାଫ ରାଜାଙ୍କ କଣ୍ଠର...

ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ଗୁରୁତର

ବୌଦ୍ଧ,୨୬।୮(ସ୍ବ.ପ୍ର.) : ବୌଦ୍ଧ ଜିଲା କରଡ଼ାକୋଠା ନିକଟରେ ସୋମବାର ସକାଳୁ କାର୍‌ ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ରମାକାନ୍ତ ସେଠୀ ଗୁରୁତର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଉତ୍ତେଜନା

ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ...

ନୀଳମାଧବ ମନ୍ଦିରରେ ହବିଷିଆଳିଙ୍କ ଭିଡ଼

ଖଣ୍ଡପଡ଼ା,୧୫।୧୦(ସ୍ବ.ପ୍ର.)-ସୋମବାରଠାରୁ ନୟାଗଡ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ଦେବଦେବୀ ମନ୍ଦିର ସମେତ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିରରେ କାର୍ତ୍ତିକ ବ୍ରତ...

କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ

ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ...

ଲାଗିଲାଣି ୧.୧୨ ଲକ୍ଷ ଗଛ

ଢେଙ୍କାନାଳ ଅଫିସ, ୧୩।୩ – ସବୁଜ ମହାନଦୀ ମିଶନକୁ ସଫଳ କରିବାକୁ ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରୟାସ। ଶିଳ୍ପସମୃଦ୍ଧ ଜିଲାରେ...

ବିଭିନ୍ନ ଦାବିରେ ତହସିଲ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ଚାଷୀ

ବିଜେପୁର,୧୪।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ୭ ଦିନ ଥିବା ବେଳେ ୪ ଦଫା ଦାବି ନେଇ ବ୍ଲକ କୃଷକ ସଂଗଠନ ପକ୍ଷରୁ ସୋମବାର...

Leave a comment

Your email address will not be published. Required fields are marked *