ଆଜି ରାଜ୍ୟରୁ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୮୮୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୭ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୩ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୨, ଗଜପତି ୩, ଗଞ୍ଜାମ ୨, ଜଗତସିଂହପୁର ୩, ଯାଜପୁର ୨, ଝାରସୁଗୁଡ଼ା ୨, କେନ୍ଦ୍ରାପଡ଼ା ୩, ମୟୂରଭଞ୍ଜ ୧, ନୟାଗଡ଼ ୧, ପୁରୀ ୨, ରାୟଗଡ଼ାରୁ ୧ ଏବଂ ସମ୍ବଲପୁରରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୩,୮୮୧ରେ ପହଞ୍ଚିଥିବା ବେଳେ ୧୦,୪୩,୭୮୨ଜଣ ସୁସ୍ଥ ହୋଇଛନ୍ତି। ୧୫୯୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri