ଜଙ୍ଗଲରେ ଚାଲିଥିଲା ଚୋରାଚାଲାଣ ପ୍ରସ୍ତୁତି, ପହଞ୍ଚିଗଲା ପୋଲିସ

ମାଲକାନଗିରି,୨୬।୫(ଡି.ଏନ.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ପୋଲିସ ପାଟ୍ରୋଲିଂ ସମୟରେ ଜଙ୍ଗଲରୁ ୧୧୨ କେଜି ଗଞ୍ଜେଇ ଏବଂ ୨ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ ଜାମ୍ବାରିଗୁଡ଼ା ଗ୍ରାମର ଝମାରି ଖିଲ(୬୪)।

ସୂଚନା ଅନୁଯାୟୀ ବୁଧବାର ରାତିରେ ମୁଦୁଲିପଡ଼ା ପୋଲିସ ଟିମ୍‌ ପଟ୍ରୋଲିଂ କରୁଥିଲେ। ପୂଜାରିଗଡ଼ା ଗାଁ ନିକଟ ଜଙ୍ଗଲରେ ଗଞ୍ଜେଇ ଗଚ୍ଛିତ ରଖାଯାଇଥିବା ସୂଚନା ପାଇଥିଲେ। ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରି ୪ ବସ୍ତା ଗଞ୍ଜେଇ, ୨ ବନ୍ଧୁକ ଏବଂ ବାଇକ୍‌ ଜବତ କରିଥିଲେ। ଏହି ଗଞ୍ଜେଇ ମାଛକୁଣ୍ଡ ଚାଲାଣ କରାଯିବାକୁ ରଖାଯାଇଥିଲା। ଅନ୍ୟ ଦୁଇଜଣ ବ୍ୟକ୍ତି ଜାମ୍ବାରିଗୁଡ଼ା ଗ୍ରାମରେ ଅପେକ୍ଷା କରି କରିଥିଲେ। ପୋଲିସ ଚଢ଼ାଉର ସୂଚନା ପାଇ ସେମାନେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ ୪୧/୨୨ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?