ବ୍ରାଜିଲ୍‌ ଯିବା ପାଇଁ ଭାରତୀୟ ବ୍ୟବସାୟୀଙ୍କୁ ଦେଖାଇବାକୁ ପଡିବନି ଭିଜା

ବ୍ରାସିଲିଆ,୨୫।୧୦: ଭାରତୀୟଙ୍କ ପାଇଁ ଭିଜା ନୀତି କୋହଳ କରିଛି ବ୍ରାଜିଲ। ଏଣିକି ବ୍ରାଜିଲ୍‌ ଯିବା ପାଇଁ ଭାରତୀୟ ବ୍ୟବସାୟୀଙ୍କୁ ଦେଖାଇବାକୁ ପଡିବ ନାହିଁ ବୋଲି ଘୋଷଣା କରିଛନ୍ତି ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର ବୋଲ୍‌ସନାରୋ। ଚୀନ ଏବଂ ଭାରତୀୟଙ୍କ ପାଇଁ ଭିସା ନୀତି କୋହଳ କରାଯିବ ବୋଲି ସେ କହିଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ଦେଶର ରାଷ୍ଟ୍ରପତି ଦାୟିତ୍ୱ ନେବା ପରେ କିଛି ବିକଶିତ ଏବଂ ବିକାଶଶୀଳ ଦେଶଗୁଡିକ ପାଇଁ ଭିସା ନୀତିରେ ପରିବର୍ତ୍ତନ କରିବା କଥା କହିଥିଲେ।


All Right Reserved By Dharitri.Com

ଭୂକମ୍ପରେ ଥରିଲା ଇସ୍ତାନବୁଲ

ଇସ୍ତାନବୁଲ,୨୭।୯: ତୁର୍କୀର ରାଜଧାନୀ ଇସ୍ତାନବୁଲରେ ଗୁରୁବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରହିଛି। ଏହି ଭୂକମ୍ପ ଯୋଗୁ ୩୦ରୁ ଊର୍ଦ୍ଧ୍ୱ...

ଜାତିସଂଘ ସାଧାରଣ ସଭାରେ ମୋଦି: ଆତଙ୍କବାଦ ସବୁଠୁ ବଡ଼ ବିପଦ

ଜାତିସଂଘ,୨୮।୯(ପି.ଟି.):ଆତଙ୍କବାଦ କୌଣସି ଗୋଟିଏ ଦେଶ ପାଇଁ ନୁହେଁ, ବରଂ ସାରା ବିଶ୍ୱ ପାଇଁ ଆହ୍ବାନ ଭାବେ ଉଭା ହୋଇଛି। ଆତଙ୍କବାଦକୁ ସବୁଠୁ ବଡ଼ ବିପଦ ଭାବେ...

ମହିଳା ଓ ପୁରୁଷଙ୍କ ମଧ୍ୟରେ କିଏ ଅଧିକ ସୁସ୍ଥ ଓ ସୁଖୀ…

ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ସାଧାରଣତଃ ମହିଳାଙ୍କ ତୁଳନାରେ ପୁରୁଷମାନେ ଅଧିକ ସୁସ୍ଥ ଓ ଖୁସିରେ ରହିଥାଆନ୍ତିା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏହି ଗବେଷଣାରେ...

ଏଲନ୍‌ ମସ୍କଙ୍କ ଟିନି ବ୍ରେନ୍‌

ସାନ୍‌ ଫ୍ରାନ୍‌ସିସ୍କୋ: ପାରାଲିସିସ୍‌ରେ ପୀଡ଼ିିତ ଓ ମସ୍ତିଷ୍କ ସମସ୍ୟାରେ ରହିଥିବା ବ୍ୟକ୍ତିଙ୍କ ଜୀବନ ଧାରାରେ ଉନ୍ନତି ଆଣିବା ଲାଗି ଏଲନ୍‌ ମସ୍କଙ୍କ ଷ୍ଟ୍ରାର୍ଟଅପ୍‌ ନ୍ୟୁରଲିଙ୍କ୍‌ ଏକ...

ଋଣ ଭାରରେ ବୁଡିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଲେ ବିଲ୍‌ ଗେଟ୍‌ସ

ନ୍ୟୁୟର୍କ,୨୭।୯: ଋଣ ଭାରରେ ଡୁବିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଛନ୍ତି ବିଶ୍ୱର ଅନ୍ୟତମ ଧନୀ ବିଲ୍‌ ଗେଟ୍‌ସ। ବିଲ୍‌ ଏବଂ ମେଲିଣ୍ଡା ଗେଟ୍‌ସ ଫାଉଣ୍ଡେସନ୍‌ ପକ୍ଷରୁ...

ମାଡ଼ି ଆସୁଛି ‘ବାରୀ’ ପ୍ରବଳ ବର୍ଷା ସହ ହେବ ଭୂସ୍ଖଳନ

ଓ୍ବାଶିଂଟନ,୧୪।୭: ଆମେରିକାର ଲୁଇସିଆନା ସହରରେ ଘୂର୍ଣ୍ଣିବାତ୍ୟା ‘ବାରୀ’ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବା...

ନୀରବ ମୋଦିଙ୍କ ଜାମିନ୍‌ ଆବେଦନ ପୁଣି ଖାରଜ

ଲଣ୍ଡନ, ୨୫।୭: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ପୁଣି ଏକ ଝଟକା ଲାଗିଛି। ଗୁରୁବାର ଲଣ୍ଡନର ଏକ ଅଦାଲତ ତାଙ୍କ ଜାମିନ ଆବେଦନ ଖାରଜ...

ମରୁଭୂମିରେ ୯୫ ହଜାର କୋଟିରେ ନିର୍ମିତ ହେଉଛି ସୋଲାର ପାର୍କ: ୧୩ ଲକ୍ଷ ଘରକୁ କରିବ ଆଲୋକିତ

ଆବୁଧାବି,୨୯।୪: ଦୁବାଇର ମରୁଭୂମିରେ ୟୁଏଇ ପ୍ରଧାନମନ୍ତ୍ରୀ ମହମ୍ମଦ୍‌ ବିନ୍‌ ଶହିଦ୍‌ ଅଲ୍‌ ମକତୁମ୍‌ଙ୍କ ନାମରେ ଏକ ସୋଲାର ପାର୍କ ନିର୍ମାଣ କରାଯାଉଛି। ଏଥିରେ ୯୫ ହଜାର...

Leave a comment

Your email address will not be published. Required fields are marked *