ହୋମଗାର୍ଡଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର

ଖୋର୍ଦ୍ଧା ଅଫିସ, ୨୫।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ବେଗୁନିଆ ବ୍ଲକ ସିମୋର ଅଞ୍ଚଳର ପ୍ରମୋଦ ଭୋଳ ନାମକ ହୋମଗାର୍ଡଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବାବେଳେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ବ୍ୟବଚ୍ଛେଦ ପାଇଁ ମୃତଦେହ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି।


All Right Reserved By Dharitri.Com

ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା

ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର...

ନିଖୋଜ ଶୁଭେନ୍ଦୁଙ୍କ ମୃତଦେହ ମିଳିଲା: ବ୍ୟବଚ୍ଛେଦ ପାଇଁ ଛାଡୁନାହାନ୍ତି ପରିବାରବର୍ଗ

ରାଇକିଆ,୬।୨(ଡି.ଏନ୍‌.ଏ.) : ଜାନୁୟାରୀ ୧୫ରୁ ନିଖୋଜ ଥିବା କନ୍ଧମାଳ ଜିଲା ରାଇକିଆ କନ୍ୟାଶ୍ରମ ସାହିର ଶୁଭେନ୍ଦୁ ମଲିକଙ୍କ ମୃତଦେହ ଗୁରୁବାର ଡଲାମାହା ପାହାଡ଼ରୁ ଉଦ୍ଧାର କରାଯାଇଛି।...

ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ରରେ ଶ୍ରୀଶ୍ରୀ ଦଧିବାମନଙ୍କ ସୁନାବେଶ

ଭଟଲି,୧୩।୭(ଡି.ଏନ୍‌.ଏ): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ଧାମରେ ପ୍ରଭୁ ଶ୍ରୀଶ୍ରୀ ଦଧିବାମନଙ୍କ ନବଦିନାମତ୍କ ଗୁଣ୍ଡିଚା ଯାତ୍ରା ସମାପନ ହୋଇଯାଇଛି ।...

ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ...

ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ, କାର ଜବତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ଥିବା ଏକ ବ୍ୟାଙ୍କର ଜଣେ ଗ୍ରାହକଙ୍କ ଆକାଉଣ୍ଟରୁ ଫୋନ ପେ ଆପ୍‌ ମାଧ୍ୟମରେ ଟଙ୍କା ଗାଏବ ଘଟଣାର...

ନିଆରା ମହିଳା: ଶିକ୍ଷକତା ପେସା, ସାହିତ୍ୟ ଯାହାର ନିଶା

ବରୀ, (ବାଞ୍ଛାନିଧି ସାହୁ)- ପେସା ଶିକ୍ଷକତା ନିଶା ସାହିତି୍ୟକ। ଏଭଳି ଜଣେ ନିଆରା ମହିଳା ହେଉଛନ୍ତି ବରୀ ବ୍ଲକ୍‌ ଅଧୀନ କିମ୍ଭୀରିଆପାଳ ପଞ୍ଚାୟତର ମାଳଦା କମଳିନୀ...

‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ...

ଗୋରୁ ବୋଝେଇ ୨ ପିକ୍‌ଅପ୍‌ ଭ୍ୟାନ ଜବତ, ୩ ଗିରଫ: ୧୬ ଗୋରଙ୍କୁ ଉଦ୍ଧାର କରାଗଲା

ବାହାନଗା,୧।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ୍‌ ଗୋପାଳପୁର ଫାଣ୍ଡି ପୋଲିସ ବୁଧବାର ୨ଟି ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନକୁ ଜବତ କରି ସେଥିରେ ଚୋରା ଚାଲାଣ...

Leave a comment

Your email address will not be published. Required fields are marked *