ପାରିବାରିକ ଅଶାନ୍ତିରୁ ଆର୍‌ବିଆଇ ଜିଏମ୍‌ଙ୍କ ଆତ୍ମହତ୍ୟା

ଚଣ୍ଡିଖୋଲ,୨୫।୧୧(ଡ.ଏନ୍‌.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍‌ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର ଥାାନା ଅନ୍ତର୍ଗତ ନରହରିପୁର ଗ୍ରାମର ଆଶିଷ ରଞ୍ଜନ ସାମଲ। ସେ ଗୌହାଟିରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆର୍‌ବିଆଇ)ର ଜେନେରାଲ ମ୍ୟାନେଜର ଭାବେ କାମ କରୁଥିଲେ। ଗୁରୁବାର ମା’ଙ୍କୁ ଦେଖା କରିବା ଲାଗି ସେ ନିଜ ଘରକୁ ଆସିଥିଲେ। ସେଠାରୁ ସ୍ତ୍ରୀ ଏବଂ ପିଲାଙ୍କୁ ଦେଖିବା ଲାଗି ଭୁବନେଶ୍ୱର ଯାଇଥିଲେ। ଏହାପରେ ସେ ଉକ୍ତ ହୋଟେଲରେ ରୁମ୍‌ ବୁକ୍‌ କରି ଆତ୍ମହତ୍ୟା କରିଛନ୍ତି। ତେବେ ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।


All Right Reserved By Dharitri.Com

ପ୍ରଦୀପଙ୍କ ମତ ତାଙ୍କ ବ୍ୟକ୍ତିଗତ, ଦଳର ନୁହେଁ: ତାରା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଗୋଟିଏ ପଟେ ନବରଙ୍ଗପୁର ବନ୍ଦ ପାଳନକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଅଡ଼ୁଆରେ ପଡ଼ିଥିବା...

ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ...

ବେପରୁଆ ଗାଡ଼ି ଚଳାଇ ମାସକରେ ଗିରଫ ହେଲେଣି ୧୭

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାସକ ମଧ୍ୟରେ ୧୭ଜଣ ମଦୁଆ ଗାଡ଼ି...

ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲା:ଆଜୀବନ କଏଦୀ ପଦିଆଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫ା୨(ବ୍ୟୁରେ): ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଝାରପଡ଼ା ଜେଲ୍‌ରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଅଭିଯୁକ୍ତ କଟକ ନୂଆବଜାରର ପ୍ରଦୀପ...

ରାସ୍ତା ନିର୍ମାଣ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ବିକ୍ଷୋଭ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜୀରାନଦୀରେ ପୋଲ ନିର୍ମାଣ ଦୁଇବର୍ଷ ତଳୁ ସରିଛି। ମାତ୍ର ରାସ୍ତା ନିର୍ମାଣ ହୋଇ ପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ପୋଲ ନିର୍ମାଣର...

ଏନଏସିର ପଲିଥିନ ଚଢ଼ାଉ ଅଭିଯାନ

ବିଜେପୁର, ୧୨।୬ (ଡି.ଏନ.ଏ): ବିଜେପୁର ଏନଏସି ପକ୍ଷରୁ ବୁଧବାର ସ୍ଥାନୀୟ ସହରର ବ୍ୟବସାୟିକ ପ୍ରତିଷ୍ଠାନରେ ପଲିଥିନ ଚଢ଼ାଉ କରାଯାଇଥିଲା । ଏଥିରେ ୧୦ କେଜି ଓଜନର...

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଓଡ଼ିଶାକୁ ଏଥର ମୌସୁମୀ ବିଳମ୍ବରେ ଛୁଇଁପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଉଛି। ସୂଚନା ଅନୁଯାୟୀ, ମୌସୁମୀ ଏବେ...

ଉଦ୍ଧବକୁଁ ସାହାଯ୍‌ର ହାତ ବଢ଼ାଲା ପରଶାସନ

ଲାଠୋର, ୨୨ା୬ (ଡି.ଏନ୍‌.ଏ) :  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍‌ ଅଧୀନ କହ୍ନେଇଛାପର ଖଇରାପଡ଼ାର ପକ୍ଷାଘାତ ରୁଗୀ ଉଦ୍ଧବ ଭୋଇ(୫୨)କୁଁ ବ୍ଲକ ପରଶାସନ...

Leave a comment

Your email address will not be published. Required fields are marked *