ଉପରମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ ପଜିଟିଭ୍‌

ଭୁବନେଶ୍ୱର,୨୦।୭(ବ୍ୟୁରୋ) : ରାଜ୍ୟରେ ସଂକ୍ରମଣ ଉପରମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୨ଜଣ, ବରଗଡ଼ରୁ ୮ଜଣ, ଭଦ୍ରକରୁ ୧୨ଜଣ, ବଲାଙ୍ଗୀରରୁ ୧୨ଜଣ, ବୌଦ୍ଧରୁ ୬ଜଣ, କଟକରୁ ୧୩୨ଜଣ, ଦେବଗଡ଼ରୁ ୭ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୨୦ଜଣ, ଯାଜପୁରରୁ ୨୬ଜଣ, ଝାରସୁଗୁଡ଼ାରୁ ୨୫ଜଣ, କଳାହାଣ୍ଡିରୁ ୧୩ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେନ୍ଦୁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୩୦୭ଜଣ, କୋରାପୁଟରୁ ୬ଜଣ, ମୟୁରଭଞ୍ଜରୁ ୫୩ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡ଼ରୁ ୧୪ଜଣ, ନୂଆପଡ଼ାରୁ ୧୩ଜଣ, ପୁରୀରୁ ୨୪ଜଣ, ରାୟଗଡ଼ାରୁ ୧୦ଜଣ, ସମ୍ବଲପୁରରୁ ୬୫ଜଣ, ସୋନପୁରରୁ ୪୨ଜଣ, ସୁନ୍ଦରଗଡ଼ରୁ ୧୯୭ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?