ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନ ଆହତ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଚରମ୍ପାରେ ଶନିବାର ସକାଳେ ଜଣେ ଠିକା କର୍ମଚାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିବା ଜଣାପଡ଼ିଛି। ଚରମ୍ପା ନିକଟରେ ଥିବା ଏକ ବିଦ୍ୟତ ଖୁଣ୍ଟରେ ଠିକା କର୍ମଚାରୀ ପ୍ରଦୀପ କୁମାର ମହାପାତ୍ର କାମ କରୁଥିବା ସମୟରେ ହଠାତ ବିଦ୍ୟୁତ ଆସିଯାଇଥିଲା। ଫଳରେ ପ୍ରଦୀପ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ଚିକିତ୍ସାଳୟରେ ଭର୍ତି କରାଯାଇ ଚିକିତ୍ସା କରାଯାଉଛି। ତାଙ୍କ ଶରୀରର କିଛି ଅଂଶ ପୋଡି ଯାଇଥିବା ଜଣାପଡ଼ିଛି। ଅନ୍ୟପଟେ କର୍ମଚାରୀ ଜଣକ ସଟ୍‌ଡାଉନ କରି କାମ କରୁଥିବା ବେଳେ କିଭଳି ବିଦ୍ୟୁତ ଆସିଲା ତାହା ସମସ୍ତଙ୍କୁ ଚକିତ କରିଛି।


All Right Reserved By Dharitri.Com

କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ

ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ...

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ...

ନାଉଗଁ।ରେ ବିଧାୟକଙ୍କ ପ୍ରଥମ ସୀମକ୍ଷା ବୈଠକ : ଠିକ୍‌ ତଥ୍ୟ ରଖିପାରିଲେନି ଅଧିକାରୀ

ନାଉଗଁ।,୪ା୭(ସ୍ବ.ପ୍ର.): ନାଉଗଁ। ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ପ୍ରଥମଥର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ କରିଛନ୍ତି। ତେବେ...

ବିଜେପୁର ଡାକ୍ତରଖାନରେ ଖାଲିପଡ଼ିଥିବା ପଦବୀପୂରଣ ଦାବି: ୧୯ରେ ଅନଶନ ଚେତାବନୀ

ବରଗଡ଼ ଅଫିସ,୪।୬: ବରଗଡ଼ ଜିଲା ବିଜେପୁର ଡାକ୍ତରଖାନାରେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀଗୁଡ଼ିକ ଦୀର୍ଘଦିନ ହେଲା ଖାଲି ପଡ଼ିଛି...

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ବ୍ରହ୍ମପୁର ଅଫିସ, ୨୩।୮- ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା କୋର୍ଟପେଟା ଛକ ରାସ୍ତାକଡ଼ରେ ଶୁକ୍ରବାର ଜଣେ ମହିଳା ଶିଶୁକନ୍ୟା ପ୍ରସବ କରିଛନ୍ତି। ସେ ହେଲେ ଜରଡ଼ା...

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ...

ସାତକୋଶିଆରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଗଣିଆ, ୨୮।୧୨(ଡି.ଏନ.ଏ.): ନୂଆ ବର୍ଷ ପାଖେଇ ଅସୁଥିବା ବେଳେ ଧୀରେ ଧୀରେ ସାତକୋଶିଆରେ ପର୍ଯ୍ୟଟକଙ୍କ ଭିଡ ଜମିବାରେ ଲାଗିଛି। ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ସାଉଥ୍‌ ବଡମୂଳ...

ମିଳୁନି ଧାନ ବିକ୍ରି ଟଙ୍କା:ବିଷ ବୋତଲ ଧରି ଧାରଣାରେ ଚାଷୀ

ପଦ୍ମପୁର, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ସେବା ସମବାୟ ସମିତିରେ ଧାନବିକ୍ରି କରି ୬ ମାସ ହେଲା ଟଙ୍କା ପାଇନାହାନ୍ତି...

Leave a comment

Your email address will not be published. Required fields are marked *