ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବିଜୟ ପ୍ରଧାନ(୨୫)।
ପ୍ରକାଶ ଯେ, ନାବାଳିକାଙ୍କ ମା’ବାପା ଶ୍ରମିକ ଅଟନ୍ତି। ସେ କାମକୁ ଯାଇଥିବାବେଳେ ବିଜୟ ନାବାଳିକାଙ୍କୁ ଏକୁଟିଆ ପାଇ ବଳାତ୍କାର କରିଥିଲେ। ଖବର ପାଇ ପୋଲିସ ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ପଠାଇବା ସହ କେସ୍‌ ନଂ. ୧୯୪/୧୯ରେ ଏକ ମାମଲା ରୁଜୁ କରିଛି।


All Right Reserved By Dharitri.Com

ସରକାରୀ ସ୍କୁଲ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବିଧାନସଭାରେ ହଟ୍ଟଗୋଳ, ଗୃହରେ ବିବୃତି ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ସରକାରୀ ସ୍କୁଲ ଛାତ୍ରୀନିବାସରେ ଚାରି ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି...

ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୭।୭: ଅନୁଗୋଳ ସହର ଉପକଣ୍ଠରେ ଗତ ଜାନୁୟାରୀ ୨୦ରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟ ଶୁକ୍ରବାର ପ୍ରକାଶ...

ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ...

ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି

ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି...

ସିବିଏସ୍‌ଇ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲା: ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସିବିଏସ୍‌ଇକୁ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲାର ଶୁଣାଣି ସୋମବାର...

ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌

ପୁରୁଣା ଭୁବନେଶ୍ୱର, ୨୨।୯ (ଡି.ଏନ.ଏ.): ଭୁବନେଶ୍ୱର ଗସ୍ତ ଅବସରରେ ଇସ୍ରୋର ଅଧ୍ୟକ୍ଷ ଡ. କେ. ଶିବନ ଶନିବାର ସନ୍ଧ୍ୟାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି।...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ...

ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍‌ କରିବା ଲାଗି ନିଷ୍ପତ୍ତି...

Leave a comment

Your email address will not be published. Required fields are marked *