Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର କରନ୍‌ ନଗର ଥାନା ଅନ୍ତର୍ଗତ କାକା ସରାଇ ଅଞ୍ଚଳରେ ଗ୍ରେନେଡ୍‌ ମାଡ଼ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆହତ ଯବାନମାନେ ସିଆର୍‌ପିଏଫ୍‌ ୧୪୪ ବାଟାଲିୟନ୍‌ର ବୋଲି କୁହାଯାଉଛି। ସମ୍ପୃକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀ ଘେରି ରହିଛନ୍ତି। ଏହା ସହିତ ସେଠାରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି।


All Right Reserved By Dharitri.Com

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କିଲେ ସ୍ବାମୀ, ଲେଖିଲେ ଏମିତି କିଛି କଥା

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ମନାଇବା ପାଇଁ ନିଜ ଶରୀରରେ ଟାଟୁ ଆଙ୍କି ସେଥିରେ ଏମିତି କିଛି ଲେଖିଛନ୍ତି, ଯାହା ଜାଣି ଆପଣ ବି କହିବେ ସ୍ବାମୀଙ୍କୁ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ...

କଶ୍ମୀରରେ ହିଂସା ପାଇଁ ଷଡଯନ୍ତ୍ର ରଚୁଥିଲା ପାକିସ୍ତାନ: ସେନା

ଶ୍ରୀନଗର,୪।୯: ଭାରତୀୟ ସେନା ମଙ୍ଗଳବାର ଲସ୍କର-ଇ-ତୋଏବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏନେଇ ଚିନାର ସେନାର କମାଣ୍ଡର ଲେଫ୍‌ଟନାଣ୍ଟ ଜେନେରାଲ କେଜେଏସ୍‌ ଧିଲୋନ ଓ ଜମ୍ମୁ-କଶ୍ମୀରର...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୨୯।୮: ପାକିସ୍ତାନ ଗୁରୁବାର ପୂର୍ବାହ୍ନ ୧୧ଟା ୩୦ରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ମେଣ୍ଢର ସେକ୍ଟରରେ ପାକିସ୍ତାନ...

ଚନ୍ଦ୍ରୟାନ-୨: ମହିଳା ବୈଜ୍ଞାନିକଙ୍କ ଉପରେ ଗୁରୁ ଦାୟିତ୍ୱ

ବେଙ୍ଗାଲୁରୁ,୨୨।୭: ଚନ୍ଦ୍ରାୟାନ-୨ର ନେତୃତ୍ୱ ୨ ମହିଳା ବୈଜ୍ଞାନିକଙ୍କୁ ଦିଆଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମହାକାଶ ମିଶନରେ ଏହା ପ୍ରଥମ ଥର ହେବାକୁ ଯାଉଛି।...

ସେପ୍ଟେମ୍ବର ୬ରେ ଚନ୍ଦ୍ରରେ ପାଦ ଥାପିବ ଭାରତ

ନୂଆଦିଲ୍ଲୀ,୨।୫: ଆସନ୍ତା ସେପ୍ଟେମ୍ବର ୬ରେ ଭାରତ ଚନ୍ଦ୍ରରେ ପାଦ ଥାପିବ। ଏନେଇ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ପକ୍ଷରୁ ସୂଚନା ଦିଆଯାଇଛି। ଚନ୍ଦ୍ରାୟାନ-୨ ଚଳିତ ବର୍ଷ ଜୁଲାଇ...

ନଭେମ୍ବର ୨୫ରେ କାଟ୍ରୋସାଟ୍‌-୩ ସହିତ ଆମେରିକାର ୧୩ ଉପଗ୍ରହ ଉତ୍‌କ୍ଷେପଣ କରିବ ଇସ୍ରୋ

ଶ୍ରୀହରିକୋଟା,୧୯।୧୧: ନଭେମ୍ବର ୨୫ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍‌କ୍ଷେପଣ କରାଯିବ। ପୂର୍ବାହ୍ନ ୯ଟା ୨୮ରେ...

Leave a comment

Your email address will not be published. Required fields are marked *