ଭଞ୍ଜନଗରରେ କାଳୀ ପୂଜା

ଭଞ୍ଜନଗର,୨୭।୧୦(ଡି.ଏନ.ଏ)-ଭଞ୍ଜନଗର ଜଳସମ୍ପଦ ବିଭାଗ ପକ୍ଷରୁ ଡହରେ ରବିବାର କାଳୀ ପୂଜା ପାଳିତ ହେଉଛି। ରାତିରେ ପୂଜା ସମ୍ପୂର୍ଣ୍ଣ ହେବାପରେ ଦେବୀଙ୍କ ମୁହଁ ଖୋଲିବ। ସେହିଭଳି ବନ ବିଭାଗ ପକ୍ଷରୁ ସ୍ଥାନୀୟ ହାର୍ଟ ନଗରରେ କାଳୀ ପୂଜା ହେବ। ଓଡ଼ିଶା ବନ ଉନ୍ନୟନ ନିଗମ ପକ୍ଷରୁ ସ୍ଥାନୀୟ ଡିପୋ ପରିସରରେ ପୂଜା କରାଯିବ। ପୂଜାପାଇଁ ବର୍ତ୍ତମାନ ସମସ୍ତ ପ୍ରସ୍ତୁତି ଚାଲିଛି। କାଳୀ ପୂଜା ପାଇଁ ଡହରେ ମଙ୍ଗଳବାର ରାତିରେ ଓଁ ସଙ୍ଗୀତ ଏକାଡ଼େମୀ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ରଖାଯାଇଛି।


All Right Reserved By Dharitri.Com

କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ

ଫୁଲବାଣୀ ଅଫିସ, ୨୧ା୧୧- ନ୍ଧମାଳ ଜିଲା କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂର୍ବରୁ ହୋଇ...

ହସ୍ପିଟାଲ ବେଡ୍‌ରେ ଲୁହ ଗଡ଼ାଉଛନ୍ତି ନାରୁ ମହାରଣା

ପୁରୀ ଅଫିସ,୨୨ା୧୦: ଓଡ଼ିଶାର ଜଣେ ଆଗଧାଡ଼ିର ଚିତ୍ରଶିଳ୍ପୀ ହେଉଛନ୍ତି ପୁରୀର ନାରାୟଣ (ନାରୁ) ମହାରଣା। ତାଙ୍କ ପ୍ରତିଭା କେବଳ ଓଡ଼ିଶା ଭିତରେ ସୀମିତ ନାହିଁ, ରାଜ୍ୟ...

ଲୋକନାଥଙ୍କୁ ଲାଗି ହେଲା ମକର ଚୂଳ

ପୁରୀ ଅଫିସ, ୧୫ା୧: ଶ୍ରୀଜଗନ୍ନାଥ ମନ୍ଦିରର ନୀତି ସହିତ ଶ୍ରୀଲୋକନାଥ ମନ୍ଦିର ନୀତି ଜଡ଼ିତ ରହିଛି। ପ୍ରସିଦ୍ଧ ମକର ପର୍ବ ଅବସରରେ ଲୋକନାଥ ଶୈବପୀଠରେ ମକର...

ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ...

ଅନାହାରରେ ଦୁଇ ମା’ ଝିଅ

ହାଟଡିହୀ,୩୦। ୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲାର ବଣପାହାଡ ଘେରା ହାଟଡିହୀ ବ୍ଲକର ଏକ ଅବହେଳିତ ଆଦିବାସୀ ଅଧ୍ୟୁଷିତ ଗାଁ ହଦଗଡ଼ । ଏହିଗାଁରେ ଅନେକ ଲୋକ ଦାରିଦ୍ର୍ୟ...

କୋଇଲା ଅନ୍‌ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ

ବାହାନଗା,୨୮।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍‌ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍‌ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ...

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଭଞ୍ଜନଗରରେ ରକ୍ତଦାନ ଶିବିର

ଭଞ୍ଜନଗର, ୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଡାକବଙ୍ଗଳା ପରିସରରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ...

ଆହାର କେନ୍ଦ୍ରରେ ଖାଦ୍ୟ ନିଅଣ୍ଟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଘେରିଲେ ଲୋକେ

ବରଗଡ଼ ଅଫିସ,୧୩।୧୧- ବରଗଡ଼ ସହରର ଆହାର କେନ୍ଦ୍ରରେ ବୁଧବାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୈାହାନ ମଧ୍ୟାହ୍ନ ଭୋଜନ କରିଥିଲେ। ତେବେ ବହୁ...

Leave a comment

Your email address will not be published. Required fields are marked *