ଜମିବାଡି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଆକ୍ରମଣ

ବୈଶିଙ୍ଗା, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା କେନ୍ଦୁଆ ପଞ୍ଚାୟତର ଦଲଦଲି ଗ୍ରାମରେ ଦୀର୍ଘଦିନ ଧରି ଲାଗି ରହିଥିବା ଏକ ପୁରୁଣା ଜମିବାଡି ବିବାଦ ଶେଷରେ ତୀବ୍ର ଆକାର ଧାରଣ କରିଛି। ଏହି ଗ୍ରାମର ଶିବ ମହାର୍ଣ୍ଣାଙ୍କ ଦୁଇ ପୁଅ ରବୀନ୍ଦ୍ର ଓ ରତ୍ନାକର ଏକ ଜମିର ମାଲିକାନାସ୍ବତ୍ତ୍ୱକୁ ନେଇ ଅଦାଲତର ଦ୍ୱାରସ୍ଥ ହୋଇଥିଲେ। ମାତ୍ର ରବୀନ୍ଦ୍ର ଗ୍ରାମର ଅନ୍ୟ ଦୁଇଜଣ ସହଯୋଗୀ କାର୍ତ୍ତିକ ଓ ଦିବାକରଙ୍କୁ ନେଇ ଶୁକ୍ରବାର ରତ୍ନାକର ଓ ତାଙ୍କ ସ୍ତ୍ରୀ ବିଷ୍ଣୁପ୍ରିୟାଙ୍କ ଉପରେ ଆକ୍ରମଣ କରି ଲୁହଲୁହାଣ କରିଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି। ବୈଶିଙ୍ଗା ଥାନା ପୋଲିସ ଆଇଆଇସି କୃଷ୍ଣଚନ୍ଦ୍ର ପଲେଇଙ୍କ ତତ୍ତ୍ୱାବଧାନରେ କେସ୍‌ ନଂ.୨୩୭/୧୯ ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


All Right Reserved By Dharitri.Com

ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ୨ଗିରଫ

ପାଟଣା,୩୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ନୂଆପଡା ଗ୍ରାମର ଜଣେ ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ଉକ୍ତ ମହିଳା ଜଣଙ୍କ ଗତ ବୁଧବାର ପାଟଣା ଥାନାର ଦ୍ୱାରସ୍ଥ...

୧ମ ଜାତୀୟ ସଂହତି ଶିବିର ଓ ପଞ୍ଚବିଂଶ ସ୍କାଉଟ୍ସ, ଗାଇଡ୍ସ ମେଳା :‘ଯୁଦ୍ଧର ଭୟ ବେଳେ ଶିବିର ଗୁରୁତ୍ୱପୂର୍ଣ୍ଣ’

ଜଗତ୍‌ସିଂହପୁର ଅଫିସ୍‌,୧୩ା୧: ମାନବ ସମ୍ବଳର ସଫଳ ପରିଚାଳନାରେ ଯେଉଁ ଦେଶ ଯେତେ ପାରଙ୍ଗମ ସେ ଦେଶ ସେତେ ସମୃଦ୍ଧ। ସାମ୍ପ୍ରତିକ ବିଶ୍ୱରେ ଏବେ ଏକ ଯୁଦ୍ଧର...

ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍‌ ଦଖଲକୁ ନେଲା ଇଡ୍‌କୋ

କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍‌କୁ ବୁଧବାର ଇଡ୍‌କୋ ଦଖଲକୁ ନେଇଛି। ଇଡ୍‌କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ...

ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍‌...

ଅଢ଼େଇ ମାସର ଅପହୃତ ଶିଶୁପୁତ୍ର ଉଦ୍ଧାର, ସମ୍ପର୍କୀୟଙ୍କ ଘରୁ ଉଠାଇ ନେଇଥିଲେ କାମ କରୁଥିବା ମହିଳା

ପାରାଦୀପ,୨୧।୪(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଲକପଡ଼ାରୁ ଅପହୃତ ହୋଇଥିବା ଅଢ଼େଇ ମାସର ଶିଶୁପୁତ୍ରଙ୍କୁ ବୁଧବାର ସକାଳେ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ମହିଳା ମାମିନା...

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା: ବ୍ୟାଙ୍କ କର୍ତ୍ତୃପକ୍ଷ ସାମିଲ ସୂଚନା

ଫୁଲବାଣୀ ଅଫିସ, ୨୭ା୧୧-ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌...

ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା

ବ୍ରହ୍ମପୁର ଅଫିସ୍‌,୩ା୯-ଫୋରମ୍‌ ଫର୍‌ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା...

ଡାକ୍ତରଖାନାରେ ଆଖି ବୁଜିଲେ ବୃଦ୍ଧ, ମୃତଦେହ ଗ୍ରହଣ କରିବାକୁ ମନାକଲେ ସମ୍ପର୍କୀୟ

ଲଖନପୁର, ୮।୧୦(ଡି.ଏନ.ଏ.)- ଝାରସୁଗୁଡା ଜିଲା ଲଖନପୁର ବ୍ଲକ ବନ୍ଧବାହାଲ ଫାଣ୍ଡି ଅଧୀନ ଏମ୍‌ସିଏଲ୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲପାହାଡ଼...

Leave a comment

Your email address will not be published. Required fields are marked *