ବସ-ଟ୍ରକ୍‌ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର

ଚୌଦ୍ୱାର,୨୭।୧୦(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍‌-ଟ୍ରକ୍‌ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ପଠାଇ ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ବସ୍‌କୁ ଜବତ କରିଛି ।


All Right Reserved By Dharitri.Com

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ...

ଛାତ୍ରୀଙ୍କୁ ଦୁର୍ବ୍ୟବହାର ଘଟଣା: ଅଭିଯୁକ୍ତ ଅଧ୍ୟାପକ ଗିରଫ

ରାସଗୋବିନ୍ଦପୁର,୧୫।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଏକ କଲେଜର ଜଣେ ଆଦିବାସୀ ଛାତ୍ରୀଙ୍କୁ ଶ୍ରେଣୀଗୃହରେ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କ୍ରମେ ପୋଲିସ...

ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ...

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ...

ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍‌ ଜେନେରାଲ୍‌ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍‌ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ...

ଜୁଆ ଖେଳରୁ ଛୁରାମାଡ, ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ...

ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି

ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର...

ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁନାମେଣ୍ଟ: ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ ବିଜୟୀ

କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ମିନି ଷ୍ଟାଡିୟମରେ ଭେଲା ଫୁଟବଲ ଆସୋସିଏଶନ ପକ୍ଷରୁ ଚାଲିଥିବା ପ୍ରଥମ ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟର...

Leave a comment

Your email address will not be published. Required fields are marked *