ଅମିତାଭଙ୍କ ଦୀପାବଳି ପାର୍ଟି : ସାମିଲ ହୋଇଥିଲେ ଏହିସବୁ ଅଭିନେତ୍ରୀ, ଅଭିନେତା

ମୁମ୍ବାଇରେ ବିଗ୍‌ ବି ଅମିତାଭ ବଚ୍ଚନ ଦୀପାବଳି ଅବସରରେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିରେ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ, ଅଭିନେତାଙ୍କ ସହ ଜଣାଶୁଣା ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ସମସ୍ତ ଅତିଥିଙ୍କୁ ଅମିତାଭ, ଜୟା, ଅଭିଷେକ, ଐଶ୍ୱର୍ଯ୍ୟା ପାଛୋଟି ନେଇଥିଲେ।

ଏହି ପାର୍ଟିରେ ଶାହାରୁଖ ଖାନ୍‌, ଗୌରୀ ଖାନ୍‌, ବିରାଟ୍‌ କୋହଲି, ଅନୁଷ୍କା ଶର୍ମା, ସୋହା ଅଲ୍ଲୀ ଖାନ୍‌,ଭିକି କୌଶଲ, କ୍ୟାଟ୍ରିନା କୈଫ୍‌, ବିପାଶା ବସୁ, ତାରା ସୂତରିୟା, ଜାହ୍ନବୀ କପୁର, ମଲାଇକା ଆରୋରା, ସଞ୍ଜୟ କପୁର, ଜହିର ଖାନ୍‌, ଭୂମି ପେଡ୍‌ନେକର।

ସେହିପରି ମୁକେଶ ଅମ୍ବାନୀ, ନୀତା ଅମ୍ବାନୀ, ତାପସୀ ପନ୍ନୁ ମଧ୍ୟ ଏହି ପାର୍ଟିରେ ଖୁବ୍‌ ଖୁସି ମନାଇଥିେ


All Right Reserved By Dharitri.Com

କ୍ୟାଟ୍ରିନାଙ୍କ ପୋଷ୍ଟରେ ଅର୍ଜୁନଙ୍କ ମଜାଦାର କମେଣ୍ଟ

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ସୋସିଆଲ ମିଡିଆରେ ବେଶୀ ଆକ୍ଟିଭ୍‌ ରୁହନ୍ତିନି। କେତେବେଳେ କେମିତି ଫ୍ୟାନମାନଙ୍କ ପାଇଁ କିଛି ଫଟୋ ଶେୟାର କରନ୍ତି। ଏବେ କିଛି...

‘ଚେହ୍‌ରେ’ର ନୂଆ ଚେହେରା ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ଚେହ୍‌ରେ’କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରଥମେ ଫିଲ୍ମର ଷ୍ଟାର୍‌-କାଷ୍ଟଙ୍କୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ପରେ ଯୋଡ଼ି ହୋଇଗଲା ହିରୋଇନ୍‌ଙ୍କ ସହ...

ଆଲିଆ-ରଣବୀରଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ସମ୍ପର୍କୀୟ

ଆଲିଆ ଭଟ୍ଟ-ରଣବୀର କପୁର ଟିକେ ମୌକା ପାଇଲେ ଏକାଠି ଲୋକଙ୍କ ନଜରକୁ ଆସୁଛନ୍ତି। ଏମିତିରେ ବି କିଛିଦିନ ତଳେ ଦୁହିଁଙ୍କ ବିବାହ ଖବର ନେଇ ଖୁବ୍‌...

ଶାଶୁ ବୋହୂ ଧାରାବାହିକ ଯୁଗରେ ସାହିତ୍ୟ ତିଷ୍ଠିବା ଅସମ୍ଭବ

ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ। ନିକଟରେ ସେ ନିଜ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ୪୦ତମ ଶାରଳା...

ସବୁ ଧର୍ମକୁ ସମ୍ମାନ କରେ: ନୁସରତ

କୋଲକାତା,୧୧।୧୦: ତ୍ରୁଣମୂଳ କଂଗ୍ରେସର ଲ-ମେକର ତଥା ଅଭିନେତ୍ରୀ ନୁସରତ ଜାହାନ ଏବେ ପ୍ରାୟ ଅଧିକାଂଶ ସମୟରେ ରହୁଛନ୍ତି ଚର୍ଚ୍ଚାରେ। ଦୁର୍ଗାପୂଜା ଅବସରରେ ସେ ଏକ ପେଣ୍ଡାଲରେ...

କପିଲ ଶେୟାର କଲେ ‘ବେବିମୁନ୍‌’ ସମୟର ଫଟୋ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ମୁମ୍ବାଇ: ବାପା ହେବାକୁ ଯାଉଛନ୍ତି କମେଡିଆନ କପିଲ ଶର୍ମା। ପରିବାରର ସଦସ୍ୟମାନେ ଗିନ୍ନିଙ୍କ ଯତ୍ନ ନେଉଥିବା ବେଳେ କପିଲ ନିଜେ ସ୍ତ୍ରୀଙ୍କ ମନକଥାକୁ ବୁଝିବାକୁ ପଛାଉନାହାନ୍ତି।...

କଡ଼ା ସୁରକ୍ଷାବଳୟରେ ସଲ୍‌ମାନ-ଆଲିଆଙ୍କ ଇଂଶାଅଲ୍ଲାହର ହେବ ଶୁଟିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲ୍‌ମାନ ଖାଁ ଓ ଆଲିଆ ଭଟ୍ଟଙ୍କ ଅପ୍‌ କମିଂ ଫିଲ୍ମ ଇଂଶାଅଲ୍ଲାହର ଖୁବ୍‌ଶୀଘ୍ର ଶୁଟିଂ ଆରମ୍ଭ ହେବାକୁ ଯାଉଛି। ଏହାର ଶୁଟିଂ...

କାର୍ତ୍ତିକ-କିଆରାଙ୍କ ଅଭିନୀତ ‘ଭୁଲ ଭୁଲୈୟା-୨’ର ସୁଟିଂ ଆରମ୍ଭ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ଏବଂ ଅଭିନେତ୍ରୀ କିଆରା ଆଡଓ୍ବାନୀଙ୍କ ଆଗାମୀ ଫିଲ୍ମ ‘ଭୁଲ ଭୁଲୈୟା-୨’ର ସୁଟିଂ ଆରମ୍ଭ ହୋଇଛି। କାର୍ତ୍ତିକ ନିଜେ ଇଷ୍ଟାଗ୍ରାମ୍‌ରେ ଏକ...

Leave a comment

Your email address will not be published. Required fields are marked *