Posted inଜାତୀୟ

ଦେଶରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୭୬,୨୪୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୪୦,୫୯୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩,୮୪୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୬୫୮କୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ସଜାକୁ ନେଇ ରାଷ୍ଟ୍ରପତିଙ୍କୁ ଭେଟିବ କଂଗ୍ରେସ

ନୂଆଦିଲ୍ଲୀ,୨୪ ।୩: କଂଗ୍ରେସ ମାନହାନିର ଏକ ମାମଲାକୁ ନେଇ ସୁରଟ କୋର୍ଟଙ୍କ ଦ୍ୱାରା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦିଆଯାଇଥିବା ଦୁଇ ବର୍ଷ ଜେଲ ଦଣ୍ଡ...

ଦେଶର ସମସ୍ତଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ...

କେଓ୍ବଡ଼ିଆରୁ ସାବରମତି ସି-ପ୍ଲେନ୍‌ ସେବା ଆରମ୍ଭ: ଉଡ଼ିଲେ ମୋଦି

ଅହମଦାବାଦ,୩୧।୧୦: ଗୁଜରାଟର କେଓ୍ବଡ଼ିଆରୁ ସାବରମତି ସି-ପ୍ଲେନ୍‌ ସେବା ଆରମ୍ଭ ହୋଇଛି। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବିମାନରେ ଉଡ଼ିଛନ୍ତି। ଜଳ ବିମାନ ବନ୍ଦରରୁ ଏହି...

ଛାଡ଼ପତ୍ର ମାମଲାରେ ଭରଣ ପୋଷଣ ପାଇଁ ଉଭୟପକ୍ଷଙ୍କୁ ଦାଖଲ କରିବାକୁ ପଡ଼ିବ ଆୟର ସମ୍ପୂର୍ଣ୍ଣ ବିବରଣୀ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୪।୧୧: ଛାଡ଼ପତ୍ର ଅବା ପାରିବାରିକ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ମାମଲାର ବିଚାର ସମୟରେ ଉଭୟପକ୍ଷଙ୍କୁ ଆୟର...

ଶୋ’ରୁମ୍‌ରେ ପଶି ଗୁଳି କଲେ ଅପରାଧୀ: ସିସିଟିଭି ଫୁଟେଜ୍‌ ଭାଇରାଲ…

ଚଣ୍ଡିଗଡ଼, ୩୦।୮: ଅପରାଧୀ ଏବେ ଆଉ ଆଇନ ବ୍ୟବସ୍ଥାକୁ ଭ୍ରୁକ୍ଷେପ କରୁ ନାହାଁନ୍ତି। ହରିୟାଣାରେ ଘଟିଥିବା ଏକ ହତ୍ୟା ଘଟଣା ଏହାର ଉଦାହରଣ ପାଲଟିଛି। ସ୍ଥାନୀୟ...

ଦେଶରେ ୨୧୩ ଓମିକ୍ରନ୍‌ ଆକ୍ରାନ୍ତ, ମହାରାଷ୍ଟ୍ରକୁ ଟପିଲା ଦିଲ୍ଲୀ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ଛୁଇଁଛି।...

କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ...

ଟିକଟ କିଣିବା ପରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କଲେ ମୋଦି…

ନୂଆଦିଲ୍ଲୀ, ୧୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟରେ ଲୋକ କଲ୍ୟାଣ ମାର୍ଗଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି।...

Advertisement
Archives

Model This Week