ଆଜି ରାଜ୍ୟରୁ ୧୧୪ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୧ ଏବଂ ଖୋର୍ଦ୍ଧାରୁ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୮, ବାଲେଶ୍ୱର ୭, ବଲାଙ୍ଗୀର ୩, କଟକ ୭, ଦେବଗଡ଼ ୧, ଗଞ୍ଜାମ ୫, ଜଗତସିଂହପୁର ୨, ଯାଜପୁର ୬, ଝାରସୁଗୁଡ଼ା ୨, ମୟୂରଭଞ୍ଜ ୫, ନବରଙ୍ଗପୁର ୧, ନୂଆପଡ଼ା ୮, ପୁରୀ ୮ ଏବଂ ରାୟଗଡ଼ା ୩, ସମ୍ବଲପୁର ୪ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୦୭୨ରେ ପହଞ୍ଚିଥିବା ବେଳେ ୩,୩୧,୯୬୨ ଜଣ ସୁସ୍ଥ ହୋଇଛନ୍ତି। ୧୧୫୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri