ଆଜି ରାଜ୍ୟରୁ ୧୧୪ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୧ ଏବଂ ଖୋର୍ଦ୍ଧାରୁ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୮, ବାଲେଶ୍ୱର ୭, ବଲାଙ୍ଗୀର ୩, କଟକ ୭, ଦେବଗଡ଼ ୧, ଗଞ୍ଜାମ ୫, ଜଗତସିଂହପୁର ୨, ଯାଜପୁର ୬, ଝାରସୁଗୁଡ଼ା ୨, ମୟୂରଭଞ୍ଜ ୫, ନବରଙ୍ଗପୁର ୧, ନୂଆପଡ଼ା ୮, ପୁରୀ ୮ ଏବଂ ରାୟଗଡ଼ା ୩, ସମ୍ବଲପୁର ୪ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୦୭୨ରେ ପହଞ୍ଚିଥିବା ବେଳେ ୩,୩୧,୯୬୨ ଜଣ ସୁସ୍ଥ ହୋଇଛନ୍ତି। ୧୧୫୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫...

କମିପାରେ ହୋମ ଆଇସୋଲେଶନ ଅବଧି

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ୭ ଦିନ ବଦଳରେ ହୋମ ଆଇସୋଲେଶନ ଅବଧି ୫ ଦିନ କରାଯିବା। ପୂର୍ବରୁ ହୋମ ଆଇସୋଲେଶନ ଅବଧି ୧୦ ଦିନ ରହିଥିଲା, ପରେ...

ଏହିସବୁ ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ହେବା ନେଇ ଶନିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସନ୍ଧ୍ୟା ୬ରୁ କୋରାପୁଟ, କେନ୍ଦୁଝର,...

ଏଫ୍‌ଏସ୍‌ଏସ୍‌ଏମ୍‌ରେ ଭୁବନେଶ୍ୱର ଦେଶରେ ପ୍ରଥମ

ନୂଆଦିଲ୍ଲୀ,୧୨।୧୧ :ଫିକଲ୍‌ ସ୍ଲଗ୍‌ ଆଣ୍ଡ ସେପ୍ଟେଜ୍‌ ମ୍ୟାନେଜମେଣ୍ଟ (ଏଫ୍‌ଏସ୍‌ଏସ୍‌ଏମ୍‌) କ୍ଷେତ୍ରରେ ରାଜଧାନୀ ଭୁବନେଶ୍ୱରକୁ ବଡ଼ ସଫଳତା ମିଳିଛି। ମଳଯୁକ୍ତ ଆବର୍ଜନା ଓ ସେପ୍ଟେଜ୍‌ ପରିଚାଳନାରେ ଭୁବନେଶ୍ୱର...

ଚାଷୀଙ୍କୁ ମିଳୁନି ଟୋକନ, ଖଳାରେ ପଡିଛି ଧାନ

ଗୁଣପୁର,୬ା୧୨(ଡି.ଏନ୍‌.ଏ.): ଚାଷୀଙ୍କ ଏବେ ବିଷମ ସ୍ଥିତି। ବର୍ଷ ତମାମ ଜମିରେ ଖଟି ଧାନ ସଂଗ୍ରହ କରିଥିବାବେଳେ ଏବେ ତାହାକୁ ବିକ୍ରି କରିବାକୁ ନେଇ ଦେଖାଦଇଛି ଜଟିଳ...

କରୋନା ଲଢ଼େଇରେ ଡ୍ରୋନ୍‌, ରୋବୋ

ନୂଆଦିଲ୍ଲୀ,୧୪ା୪(ପି.ଟି.): କରୋନା ବିରୋଧୀ ଲଢ଼େଇରେ ଶସ୍ତା ପୋର୍ଟେବଲ୍‌ ଭେଣ୍ଟିଲେଟରଠାରୁ ଆରମ୍ଭ କରି ଡ୍ରୋନ୍‌, ରୋବୋ ଏବଂ ସ୍ବତନ୍ତ୍ର ଷ୍ଟେଥୋସ୍କୋପ୍‌ ବ୍ୟବହାର କରାଯାଉଛି। ସାନିଟାଇଜେଶନରେ ଡ୍ରୋନ୍‌କୁ ବ୍ୟବହାର...

Advertisement
Archives

Model This Week