ଖୁବ୍‌ଶୀଘ୍ର ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍‌ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଶିକ୍ଷକ ପଦବୀ ପୂରଣ ଲାଗି ନିଯୁକ୍ତି ନିୟମାବଳିରେ ସଂଶୋଧନ କରାଯାଇଛି। ବର୍ଦ୍ଧିତ ଛାତ୍ରୀଛାତ୍ର ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ ଶିକ୍ଷକ ପଦବୀ ମଞ୍ଜୁର କରାଯାଇଛି। ଖାଲିପଦବୀ ଏବଂ ନୂତନ ମଞ୍ଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୋଟ୍‌ ୧୧ ହଜାର ୪୦୩ ଶିକ୍ଷକ ନିଯୁକ୍ତି ଲାଗି ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇଛି। ଏପ୍ରିଲ୍‌ ସୁଦ୍ଧା ଏହା ସାରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ହାତୀ ମଡ଼କ:ଆଖି ବୁଜିଲା କମଳା,୨୫ ଦିନରେ ୩ ହାତୀଙ୍କ ମୃତ୍ୟୁ

ବାରଙ୍ଗ,୨୦-୯(ଡି.ଏନ୍‌.ଏ.):ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈ ହାତୀ କମଳାର ମୃତ୍ୟୁ ଘଟିଛି। ହର୍ପିସ ଭୂତାଣୁଜନିତ ସଂକ୍ରମଣ ରୋଗରେ ଆକ୍ରାନ୍ତ ହୋଇ କମଳାର ମୃତ୍ୟୁ...

ଚିକିତ୍ସାଳୟରୁ ବାଇକ୍‌ରେ ବୁହାହେଲା ମୃତଦେହ

ବାଙ୍କୀ, ୨୮।୧୦ (ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ ପରେ...

ଜାଗା ମିଶନ ବଢ଼ାଉଛି ଜବରଦଖଲ

ନୟାଗଡ଼ ଅଫିସ,୧୮।୪: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରୁଛି। ଏହି ଯୋଜନାରେ ୮୦୨ରୁ ୪୯୬ ହିତାଧିକାରୀଙ୍କୁ ଭୂମି ଯୋଗ୍ୟତା ପ୍ରମାଣପତ୍ର (ପଟ୍ଟା) ମିଳିବା ପରେ...

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ପୁରୀ ଅଫିସ, ୩।୪: ଶ୍ରୀମନ୍ଦିର ରୋଷ ଘରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ପାଇଁ ରୋଷ ଘରେ ୧୦୦...

ପୁନଃନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବଜାର, ମଲ

ବ୍ରହ୍ମପୁର ଅଫିସ,୨୧ା୩ ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ହିଁ ଏକମାତ୍ର ପନ୍ଥା ା ଭିଡ଼ରେ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ତେଣୁ...

ଭୁବନେଶ୍ୱରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୨୨ା୪(ବ୍ୟୁରୋ):  ଭୁବନେଶ୍ବରର ସମସ୍ତ କଣ୍ଟେନମେଣ୍ଟ ଜୋନ୍‌ ତଥା ଆବଦ୍ଧାଞ୍ଚଳ ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରୁ ଆବଦ୍ଧାଞ୍ଚଳ କଟକଣା ହଟାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)...

ରାଜ୍ୟରେ ୨୦ ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର,୨୪।୩ : ରାଜ୍ୟରେ ଚାଲିଥିବା କୋଭିଡ୍‌-୧୯ ଟିକାକରଣ ପ୍ରକ୍ରିୟାରେ ଭାକ୍ସିନ ନେଇଥିବା ଲୋକଙ୍କ ସଂଖ୍ୟା ବୁଧବାର ୨୦ ଲକ୍ଷ ଅତିକ୍ରମ କରିଛି। ଏହି ମାଇଲଷ୍ଟୋନ ସ୍ପର୍ଶ...

ପଦ୍ମପୁରରେ କଂଗ୍ରେସ ଭଲ କରିବ, ଦଳୀୟ ଭୋଟ୍‌ ରହିଛି: ସୁର ରାଉତରାୟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପଦ୍ମପୁର ଉପ-ନିର୍ବାଚନକୁ ନେଇ ମଙ୍ଗଳବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପଦ୍ମପୁରରେ କଂଗ୍ରେସ ଭଲ ପ୍ରଦର୍ଶନ...

Advertisement
Archives

Model This Week