ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ  ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ ଲକ୍ଷ୍ୟ ରଖାଯାଇଛି। ଏପ୍ରିଲ ୨୦୨୨ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷକରି ବିଦ୍ୟାଳୟଗୁଡ଼ିକରେ ନୂତନ ଶିକ୍ଷକ ନିଯୁକ୍ତି ଦିଆଯିବାକୁ ଲକ୍ଷ୍ୟ ରହିଛି। ପୂର୍ବରୁ ଗୋଟିଏ ଦିନରେ ୬ ହଜାର ୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା ।

ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬ ଶହ ୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ପଦବୀ ପୂରଣ ପାଇଁ ଅଗଷ୍ଟ ୧୩ରେ ବିଜ୍ଞାପନ ପ୍ରକାଶ ପାଇଥିଲା । ସେହିଭଳି ଦ୍ବିତୀୟ ପର୍ଯ୍ୟାୟରେ ୬ ହଜାର ୭ ଶହ ୨୦ ଜଣ ଟିଜିଟି କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ରେ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହା ସହିତ ବର୍ଦ୍ଧିତ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଦୃଷ୍ଟିରୁ ଅଧିକ ୩ ହଜାର ୪ ଶହ ୬୨ଟି ଶିକ୍ଷକ ପଦବୀ ମଧ୍ୟ ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri