ପୁରୀରେ ପୁଣି ଉଚ୍ଛେଦ ଆରମ୍ଭ: ଏଥର ମହୋଦଧି ମାର୍କେଟ କମ୍ପ୍ଲେକ୍ସ

ପୁରୀ ଅଫିସ, ୨୯।୧୦: ପୁରୀରେ ପୁଣି ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ମଙ୍ଗଳବାର ମୋଚିସାହି ଛକରେ ଥିବା ମହୋଦଧି ମାର୍କେଟ କମ୍ପ୍ଲେକ୍ସ ଭଙ୍ଗାଯାଉଛି। ପୂର୍ବରୁ ଏହାକୁ ଅସୁରକ୍ଷିତ ଘୋଷଣା କରାଯାଇଥିବା ବେଳେ ଗତ ୪ତାରିଖ ସୁଦ୍ଧା ସମସ୍ତ ଦୋକାନ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସକାଳୁ ଜିଲା ପ୍ରଶାସନ ଓ ପୁରୀ ପୌର ସଂସ୍ଥା ପକ୍ଷରୁ ଏହାକୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ କରାଯାଉଛି। ଏଠାରେ ଥିବା ସମସ୍ତ ଦୋକାନୀଙ୍କୁ ଥଇଥାନ କରାଯିବାର ନିଷ୍ପତ୍ତି ନିଆଯାଇଛି । ଉଚ୍ଛେଦ କାମରେ ୩ଟି ଜେସିବି ନିୟୋଜିତ କରାଯାଇଛି। କିିଛିଦିନ ତଳେ ମାର୍କେଟ ଛକଠାରେ ଥିବା ମାର୍କେଟ କମ୍ପ୍ଲେକ୍ସକୁ ଭଙ୍ଗା ଯାଇଥିଲା।


All Right Reserved By Dharitri.Com

ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ

ବାଙ୍ଗିରିପୋଷି,୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ...

ବାରିପଦା ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ

ବାରିପଦା ଅଫିସ,୨୭।୧୦-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ତଥା ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବାରିପଦା ସହରରେ ଦିନକୁ ଦିନ ଏବେ ଅପରାଧ ଘଟଣା ବୃଦ୍ଧି...

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି/ପାଟପୁର (ଡି.ଏନ୍‌.ଏ.)- ସାନଖେମୁଣ୍ଡି ବ୍ଲକ ଭାଲିଆଝୋଳା ଗାଁ କୂଅରୁ ସୋମବାର ରାତି ପ୍ରାୟ ୮ ଟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ...

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଫେରିଲା ଶୀତ: ୧୦ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୧୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ହେଲା ଶୀତ କମିଥିବାବେଳେ ଗୁରୁବାରଠାରୁ ପୁଣି ବୃଦ୍ଧି ପାଇଛି। ଗୁରୁବାର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀକୁ...

ବ୍ଲକସ୍ତରୀୟ ଗୁରୁଦିବସ : ଅବସରପ୍ରାପ୍ତ ଶିକ୍ଷକ, କୃତୀ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଭଟଲି,୫।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ସତୀହାତୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଭଟଲି ବ୍ଲକ୍‌ ସମନ୍ବିତ ଶିକ୍ଷକ ସଂଘର...

ରକ୍ତଦାନ ସମ୍ବନ୍ଧୀୟ ଯୁବ ସଚେତନତା କାର୍ଯ୍ୟକ୍ରମ

ନୂଆପଡା ଅଫିସ,୨୦ା୯-ସ୍ଥାନୀୟ ସଦର ବ୍ଲକ ସଭାଗୃହରେ ନୂଆପଡା ବ୍ଲକସ୍ତରୀୟ ରକ୍ତଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ସୁବେଦାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ...

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ...

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର...

Leave a comment

Your email address will not be published. Required fields are marked *