କାଠ ଫାଳିଆରେ ପୁଅକୁ ପିଟି ହତ୍ୟା ଘଟଣା: ଜେଲ ଗଲେ ବାପା

ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ। ଶେରଗଡ ପୋଲିସ ନଂ.୧୦୩/୧୯ରେ ଏକ ମାମଲା ରୁଜୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମଙ୍ଗଳବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ଦିଆଯାଇଛି। ବାପା ଶିବଙ୍କୁ ପୋଲିସ ଗିରଫ କରି ଶେରଗଡ କୋର୍ଟ ଚାଲାଣ କରାଯାଇଛି।


All Right Reserved By Dharitri.Com

ବିଳମ୍ବ ହେଲା ଯୁକ୍ତ ୨ ଖାତା ମୂଲ୍ୟାୟନ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ଥର ଯୁକ୍ତ ୨ ଖାତା ମୂଲ୍ୟାୟନ ବିଭିନ୍ନ କାରଣରୁ ବାଧାପ୍ରାପ୍ତ ହେବାରେ ଲାଗିଛି। ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ନେଇ...

ବନ୍ୟାକୁ ୩ ମାସ ବିତିଲା: ରାସ୍ତା ମରାମତି ହେଲାନି

କର୍ଲାମୁଣ୍ଡା,୨୧।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଆସି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଏପରିକି ବିଭିନ୍ନ...

ମୁକୁଳିଲେ ୪୨ ନିର୍ଯାତିତ ଦାଦନ: ଖାଦ୍ୟ କି ଦରମା ମିଳୁ ନ ଥିଲା

ବ୍ରହ୍ମପୁର ଅଫିସ୍‌,୫ା୧୨-କର୍ନାଟକରେ ୩ ମାସ ହେଲା ଦରମା କିମ୍ବା ଖାଦ୍ୟ ନ ପାଇ ନିର୍ଯାତିତ ହେଉଥିବା ୪୨ ଶ୍ରମିକ ନିଜସ୍ବ ଉଦ୍ୟମରେ ଘରକୁ ଫେରିଛନ୍ତି। ମଙ୍ଗଳବାର...

ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।...

ଅବହେଳିତ ସଂସ୍କୃତ ବିଦ୍ୟାଳୟ: ଦୁର୍ଦ୍ଦଶାରେ୧୧୯ ଅନ୍ତେବାସୀ

ଖଇରା, ୨୬ା୮(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ପଞ୍ଚାୟତ ପରୁଷୋତ୍ତମପୁର ଗାଁ ଶେଷମୁଣ୍ଡରେ ରହିଛି ଦୂରଦେଇ ସଂସ୍କୃତ ବିଦ୍ୟାଳୟ । ୩୧ବର୍ଷ ତଳେ...

ପଛପଟୁ ପିଟିଲା ୧୦ ଚକିଆ ଟ୍ରକ୍‌, ବାଇକ୍‌ ଆରୋହୀ ମୃତ

ଢେଙ୍କିକୋଟ, ୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ନଂ ଜାତୀୟ ରାଜପଥ ଗୋପାଳପୁର ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଦଶଚକିଆ ଟ୍ରକ୍‌ ବାଇକ୍‌କୁ ଧକ୍କା...

ଜଣେ କର୍ମଚାରୀରେ ଚାଲିଛି ଉପକୋଷାଗାର

ଛେଣ୍ଡିପଦା,୨୪।୧୧(ସ୍ବ.ପ୍ର.) – ଜଣେ କର୍ମଚାରୀରେ ଚାଲିଛି ଛେଣ୍ଡିପଦା ଉପକୋଷାଗାର। ଦିନେ କି ମାସେ ନୁହେଁ, ବରଂ ବର୍ଷେ ହେଲା ଏପରି ଚାଲିଛି କାର୍ଯ୍ୟ। ଫଳରେ ଗ୍ରାମାଞ୍ଚଳରୁ...

ମଦ ପିଆକୁ କେନ୍ଦ୍ର କରି ଭୁଜାଲି ମାଡ଼: ଜଣେ ମୃତ, ୪ ଗୁରୁତର

ସୋହେଲା,୯।୧୦(ଡି.ଏନ.ଏ.): ବରଗଡ ଜିଲା ସୋହେଲାରେ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଖେଳ ପଡ଼ିଆରେ ରାବଣ ପୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଦେଖିବାକୁ ପଶ୍ଚିମ ଓଡ଼ିଶା...

Leave a comment

Your email address will not be published. Required fields are marked *