Posted inଜାତୀୟ

ଆଦିତ୍ୟନାଥଙ୍କ ଦୀପାବଳି ରାଜନୀତି: ମୁଲାୟମ୍‌ଙ୍କୁ ଭେଟି ୨୫ ମିନିଟ୍‌ କଲେ ଆଲୋଚନା

ଲକ୍ଷ୍ନୌ,୩୦।୧୦: ସମାଜବାଦୀ ନେତା ମୁଲାୟମ୍‌ ସିଂ ଯାଦବଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଭେଟିଛନ୍ତି। ସେ ମୁଲାୟମ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଦୀପାବଳି ଶୁଭକାମନା ଜଣାଇଛନ୍ତି। ତେବେ ଦୁଇ ନେତାଙ୍କ ସାକ୍ଷାତ୍‌ ନେଇ ରାଜ୍ୟର ରାଜନୈତିକସ୍ତରରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ସାକ୍ଷାତ୍‌ ସମୟରେ ମୁଲାୟମ୍‌ଙ୍କ ଭାଇ ଶିବପାଲ ଯାଦବ ମଧ୍ୟ ଉପସ୍ଥିତ ଥିଲେ। ଯୋଗୀ ଏବଂ ମୁଲାୟମ୍‌ଙ୍କ ମଧ୍ୟରେ ୨୫ ମିନିଟ୍‌ ଧରି ଆଲୋଚନା ହୋଇଥିବା କୁହାଯାଉଛି। ଏହାପରେ ଯୋଗୀ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କୁ ସାକ୍ଷାତ୍‌ କରି ଦୀପାବଳିର ଶୁଭକାମନା ଜଣାଇଥିଲେ।


All Right Reserved By Dharitri.Com

ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି...

ବନ୍ୟା ପୀଡ଼ିତ ଚାଷୀଙ୍କ ସହ ମିଶି ବିରୋଧ ପ୍ରଦର୍ଶନ କରିବେ ଶିବରାଜ

ଭୋପାଳ,୧୬।୯: ମଧ୍ୟ ପ୍ରଦେଶରେ ଚଳିତ ବନ୍ୟାରେ ଅନେକ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ କୋଟି କୋଟି ଟଙ୍କାର ଫସଲ ହାନିହୋଇଛି। ତେବେ ଏହି ବନ୍ୟାରୁ ଲୋକଙ୍କୁ...

ସୁପ୍ରିମକୋର୍ଟରେ ୬ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ନଭେମ୍ବର ୯ରେ ସୁପ୍ରିମକୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ବହୁ ପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ଦେଇ ରାମମନ୍ଦିର ନିର୍ମାଣ ପଥ ପରିଷ୍କାର...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ‘ନମସ୍ତେ ଟ୍ରମ୍ପ୍‌’: ହେବ କି ସଫଳ ‘ହାଓ୍ବଡ଼ି ମୋଦି’ ଭଳି !

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅନୁଷ୍ଠିତ...

କନ୍ୟା ଦିବସ: ଦେଶରେ ୨ କୋଟି ୧୦ ଲକ୍ଷ ଅନାକାଂକ୍ଷିତ ଶିଶୁ କନ୍ୟା

ନୂଆଦିଲ୍ଲୀ, ୨୨।୯: ପ୍ରତି ବର୍ଷ ସେପ୍ଟେମ୍ବର ଚତୁର୍ଥ ରବିବାରକୁ ଭାରତରେ କନ୍ୟା ଦିବସ ପାଳନ କରାଯାଇଥାଏ। କନ୍ୟା ଶିଶୁଙ୍କୁ ନେଇ ସଚେତନତା ସୃଷ୍ଟି ଲାଗି ଏହି...

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ରାଜ୍ୟପାଳ

ଲକ୍ଷ୍ନୌ,୧୫।୮: ରାଖୀ ପୁର୍ଣ୍ଣିମା ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଛୋଟଠାରୁ ବୟସ୍କ ସମସ୍ତେ ଏହି ପର୍ବସହ ଭାରତର ୭୩ ତମ ସ୍ବାଧୀନତା...

ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଇଲା ଭାରତୀୟ ନୌସେନା

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ନୌସେନା ପକ୍ଷରୁ ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଯାଇଛି। ନୌସେନା ଯବାନ ଏଣିକି ଯୁଦ୍ଧପୋତ ଏବଂ ନାଭାଲ୍‌ ବେସ୍‌ରେ ସ୍ମାର୍ଟଫୋନ୍‌, ସୋସିଆଲ୍‌ ମିଡ଼ିଆ...

ଗାନ୍ଧୀ ଜୟନ୍ତୀରେ ମୁକୁଳିବେ ୬୦୦ ବନ୍ଦୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଅକ୍ଟୋବର ୨ରେ ବିଭିନ୍ନ ଜେଲରେ ଥିବା ପାଖାପାଖି ୬୦୦ ବନ୍ଦୀଙ୍କୁ ମୁକ୍ତକରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି।...

Leave a comment

Your email address will not be published. Required fields are marked *