୧୧,୫୦୦ ବିମାନ ଉଡ଼ାଣ ବାତିଲ, ଯାତ୍ରୀ ହଟହଟା…

ନ୍ୟୁୟର୍କ, ୨୮।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ସଙ୍କଟ ଦେଖାଦେଇଛି। ଦ୍ରୁତବେଗରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସ୍ଥିତି ପୁଣି ଆଣାୟତ୍ତ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଦେଶ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବାତିଲ କରିଛନ୍ତି। ଫଳରେ ଯାତ୍ରୀମାନେ ହଟହଟା ହେଉଛନ୍ତି। କେତେକ ଯାତ୍ରୀ ବିଭିନ୍ନ ଦେଶରେ ଅଟକି ରହିଛନ୍ତି। ଇତିମଧ୍ୟରେ ପୃଥିବୀରେ ମୋଟ ୧୧.୫୦୦ ବିମାନର ଉଡ଼ାଣ ଉପରେ କଟକଣା ଜାରି ହୋଇଛି।

ଓମିକ୍ରନ୍‌ ଯୋଗୁ କେତେକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯିବାରୁ ସେମାନଙ୍କର ଅର୍ଥବ୍ୟବସ୍ଥା ପ୍ରଭାବିତ ହେବାରେ ଲାଗିଛି। ଆମେରିକା ଏବଂ ବହୁ ୟୁରୋପୀୟ ଦେଶରେ ସ୍ଥିତି ସଙ୍କଟ ଜନକ ରହିଛି। ଟିକାକରଣ, ଟେଷ୍ଟିଂ ଏବଂ କରୋନା ମାର୍ଗଦର୍ଶିକା ପାଳନ ଲାଗି କଡ଼ା କଟକଣା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଚାଇନାର ଚେତାବନୀ: ବରଦାସ୍ତ କରିବୁ ନାହିଁ, ଉଚିତ୍‌ ଜବାବ ଦେବୁ

ବେଜିଂ,୨୦।୯: ତାଇଓ୍ବାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କ ବିଗିଡିବାରେ ଲାଗିଛି। ଆମେରିକାକୁ ସ୍ପଷ୍ଟ ଭାବରେ ଚାଇନା କହିଛି ଯେ, ଦେଶକୁ ବିଭାଜନ କରିବା...

ଶ୍ରଦ୍ଧାଳୁଙ୍କଠାରୁ ୧୪୦୦ ଟଙ୍କା ସେବା ଶୁଳ୍କ ଆଦାୟ ପାଇଁ ଅଡି ବସିଲା ପାକିସ୍ତାନ

ଇସଲାମାବାଦ,୨୦।୧୦: ଶିଖଧର୍ମକ୍ଷେତ୍ର କର୍ତ୍ତାରପୁର ସାହିବକୁ ଦର୍ଶନ କରିବା ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ପାକିସ୍ତାନ ୧୪୦୦ଟଙ୍କା ସେବା ଶୁଳ୍କ ଆଦାୟ କରିବ ବୋଲି ଜଣାପଡିଛି। ଭକ୍ତଙ୍କ ହିତରେ...

କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ

ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ...

ଆଇଆର୍‌ସିଟିସି ଇ-କ୍ୟାଟରିଂ ସେବା ଶୀଘ୍ର

ନୂଆଦିଲ୍ଲୀ: ରେଳଯାତ୍ରୀଙ୍କୁ ଆଶ୍ୱସ୍ତି। ଆସନ୍ତା ମାସରୁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜମ କର୍ପୋରେଶନ(ଆଇଆର୍‌ସିଟିସି)ର ଇ-କ୍ୟାଟରିଂ ସେବା ପୁଣି ଥରେ କାର୍ଯ୍ୟକ୍ଷମ ହେବ। ଏ ନେଇ...

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୩୫ ସାଧାରଣ ଲୋକ ଏବଂ ୮୦ ଆତଙ୍କବାଦୀ ନିହତ

ଓଗାଡୋଗୁୁ,୨୫।୧୨: ଉତ୍ତର ବୁର୍କିନା ଫାସୋରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୮୦ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୫ ଜଣ ସାଧାରଣ ଲୋକ ମଧ୍ୟ ନିହତ...

ଯୁଦ୍ଧରେ ଅର୍ଥନୀତି ପ୍ରଭାବିତ

ବ୍ୟାଙ୍କକ୍‌,୨୦।୧୧: ୟୁକ୍ରେନ୍‌ ଉପରେ ରୁଷିଆ ଚଳାଇଥିବା ଯୁଦ୍ଧର ପରିସମାପ୍ତି ଲାଗି ଏସିଆ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ନେତାମାନେ ଆହ୍ବାନ ଦେଇଛନ୍ତି। କ୍ଷେତ୍ରୀୟ ଅର୍ଥନୀତିକୁ ଦୀର୍ଘମିଆଦୀ ଅଭିବୃଦ୍ଧି ଦିଗରେ...

ପ୍ରିପେଡ୍‌ ଗ୍ରାହକଙ୍କୁ ଏୟାରଟେଲ୍‌ର ଝଟ୍‌କା, ଦେଢ଼ ଗୁଣା ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୫।୧: ପ୍ରିପେଡ ଗ୍ରାହକଙ୍କୁ ଏୟାରଟେଲ୍‌ର ଝଟ୍‌କା। କମ୍ପାନୀ ପକ୍ଷରୁ ସବୁଠାରୁ ଶସ୍ତା ପ୍ଲାନ ୯୯ ଟଙ୍କାରେ ଉପଲବ୍ଧ ହେଉଥିଲା। ହେଲେ ଏବେ ଏହି ମାସିକ ପ୍ରିପେଡ...

ବିଏସ୍‌-୬ ପ୍ରମାଣପତ୍ର ଲାଭକଲା ହିରୋ

ନୂଆଦିଲ୍ଲୀ,୧୫-୬ : ହିରୋ ମୋଟୋକର୍ପ ଦେଶର ପ୍ରଥମ କମ୍ପାନୀ ଭାବେ ଏହାର ଦୁଇ ଚକିଆ ଯାନ ଲାଗି ବିଏସ୍‌-୬ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ସ୍ପ୍ଲେଣ୍ଡର...

Advertisement
Archives

Model This Week