Posted inଜାତୀୟ

ଯୋଗାନନ୍ଦଙ୍କ ୧୨୫ତମ ଜୟନ୍ତୀ: ଭାରତ ସରକାର ଜାରି କଲେ ୧୨୫ ଟଙ୍କିଆ କଏନ୍‌

ନୂଆଦିଲ୍ଲୀ,୩୦।୧୦: ପୃଥିବୀରେ ଯୋଗ ଶିକ୍ଷାର ପ୍ରସାର କରାଇଥିବା ପରମହଂସ ଯୋଗାନନ୍ଦଙ୍କ ୧୨୫ତମ ଜୟନ୍ତୀ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ୧୨୫ ଟଙ୍କିଆ କଏନ୍‌ ଜାରି କରାଯାଇଛି। ଏହାର ଓଜନ ୩୫ ଗ୍ରାମ୍‌ ରହିଛି। ଏଥିରେ ୫୦ ପ୍ରତିଶତ ରୁପା, ୪୦ ପ୍ରତିଶତ ତମ୍ବା, ୫ ପ୍ରତିଶତ ନିକେଲ୍‌ ଏବଂ ୫ ପ୍ରତିଶତ ଦସ୍ତା ରହିଛି। ଏହାର ସମ୍ମୁଖ ଭାଗରେ ଅଶୋକ ସ୍ତମ୍ଭ ରହିଛି। ଏଠାରେ ଇଂଲିଶ୍‌ରେ ଇଣ୍ଡିଆ ଏବଂ ହିନ୍ଦୀରେ ଭାରତ ଲେଖାଯାଇଛି।


All Right Reserved By Dharitri.Com

୨୦୦୮ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ

ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍‌ଏସ୍‌): ୧୨ ବର୍ଷ ତଳର ସିଆର୍‌ପିଏଫ୍‌ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଦୋଷୀସାବ୍ୟସ୍ତ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ରବିବାର ପୂର୍ବାହ୍ନ ୧୦ଟା ୧୫ରେ ପୁଞ୍ଚ ଜିଲାର ଶାହପୁର ଅଞ୍ଚଳରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ...

କନ୍ଦାଇଲାଣି ନୂଆ ମୋଟରଯାନ ନିୟମ: ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୪।୯: ନୂଆ ମୋଟରଯାନ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ କାନ୍ଦିବାକୁ ପଡିଲାଣି। କାରଣ ଏବେ ଏହି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବୁଧବାର...

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ସେନା ଯବାନ ଶହୀଦ୍‌

ଶ୍ରୀନଗର,୨୭।୭: ଉତ୍ତର କଶ୍ମୀର କୁପଓ୍ବାରା ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି...

୬୦ ବର୍ଷ ବୟସରେ ବିବାହ କଲେ କଂଗ୍ରେସ ନେତା ମୁକୁଲ

ନୂଆଦିଲ୍ଲୀ,୯।୩: ରାଜସ୍ଥାନର କଂଗ୍ରେସ ମହାସଚିବ ମୁକୁଲ ଓ୍ବାସନିକ ୬୦ ବର୍ଷ ବୟସରେ ବିବାହ କରି ଆସିଛନ୍ତି ଚର୍ଚ୍ଚାକୁ। ବିଶେଷ ସୂତ୍ରରୁ ମିଳିଥିବା ଏକ ସୂଚନା ଅନୁଯାୟୀ...

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରେ ଏହି ପାଣି …

ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ରୁ ମୁକ୍ତି...

ମାଓବାଦୀ ଅପରେଶନରେ ସୁବିଧା ପାଇଁ ଯବାନଙ୍କୁ ଦିଆଯିବ ଗୋଣ୍ଡି ଭାଷା ଶିକ୍ଷା

ରାୟପୁର,୧୭।୬: ଏଣିକି ମାଓବାଦୀ ଅପରେଶନ୍‌ରେ ନିୟୋଜିତ ଥିବା ଯବାନଙ୍କୁ ଗୋଣ୍ଡି ଭାଷା ଶିକ୍ଷା ଦିଆଯିବ। ମାଓବାଦୀମାନେ ଏହି ଜନଜାତି ଭାଷାରେ କଥାବାର୍ତ୍ତା ହେଉଥିବାରୁ ସେମାନଙ୍କ ଗତବିଧି...

ପଣ୍ଡିତ ଯଶରାଜଙ୍କ ନାଁରେ କ୍ଷୁଦ୍ର ଗ୍ରହ

ନୂଆଦିଲ୍ଲୀ,୩୦ା୯ :ମଙ୍ଗଳ ଓ ବୃହସ୍ପତି ମଧ୍ୟରେ ଥିବା ଏକ କ୍ଷୁଦ୍ର ଗ୍ରହକୁ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତକାର ପଣ୍ଡିତ ଯଶରାଜଙ୍କ ନାଁରେ ନାମିତ କରାଯାଇଛି। ଅନ୍ତର୍ଜାତୀୟ ମହାକାଶ...

Leave a comment

Your email address will not be published. Required fields are marked *