ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍‌

ପାଟନା,୩୦।୧୦: ବଲିଉଡ୍‌ରେ ଏବେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି କୂଟନୀତି, ସବୁଥିରେ ଦକ୍ଷତା ଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ଉପରେ ଏବେ ଫିଲ୍ମ ତିଆରି ହେବାକୁ ଯାଉଛି। ନିଜ କଥାରେ ସମସ୍ତଙ୍କୁ ହସାଉଥିବା ଲାଲୁଙ୍କ କହିବା ଶୈଳୀ ସବୁବେଳେ ଚର୍ଚ୍ଚାରେ ରହିଥାଏ। ତେବେ ତାଙ୍କ ରାଜନୀତିକ ଜୀବନକୁ ନେଇ ଆଧାରିତ ହୋଇଥିବା ଏହି ଫିଲ୍ମର ନାଁ ‘ଲାଲଟେନ୍‌’ ରଖାଯାଇଛି। ଏହା ଲାଲୁଙ୍କ ଦଳୀୟ ଚିହ୍ନ। ଲାଲୁଙ୍କ ଚରିତ୍ରରେ ଭୋଜପୁରୀ ଅଭିନେତା ୟଶ କୁମାର ଓ ରାବ୍ରି ଦେବୀଙ୍କ ଚରିତ୍ରରେ ସ୍ମୃତି ସିହ୍ନା ନଜରକୁ ଆସିବେ। ସୁମନ କୁମାର ଫିଲ୍ମର ପ୍ରଯୋଜନା କରୁଥିବା ବେଳେ ଆସନ୍ତା ବର୍ଷ ଫେବୃୟାରୀରେ ଭୋଜପୁରୀ ଭାଷାରେ ଏହି ଫିଲ୍ମ ପରଦାକୁ ଆସିବ ବୋଲି ଜଣାପଡ଼ିଛି।


All Right Reserved By Dharitri.Com

ହାଇଦ୍ରାବାଦ ଭେଟେରିନାରି ଡାକ୍ତରଙ୍କ ବଳାତ୍କାର, ହତ୍ୟା ଘଟଣାକୁ ନେଇ ଫିଲ୍ମ ନିର୍ମାଣ କରିବେ ରାମ ଗୋପାଳ ବର୍ମା

ହାଇଦ୍ରାବାଦ,୧୭।୨: ବହୁ ଚର୍ଚ୍ଚିତ ହାଇଦ୍ରାବାଦ ଭେଟେରିନାରି ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଏବେ ଏହି...

ବିକ୍ଷୋଭକାରୀଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ୟେଦିରପ୍ପା

ବେଙ୍ଗାଲୁରୁ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଉତ୍ତର ପ୍ରଦେଶରେ ସର୍ବାଧିକ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କର୍ନାଟକର ମାଙ୍ଗାଲୁରୁରେ ୨ ଜଣଙ୍କ ମୃତ୍ୟୁ...

ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ

ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା...

କପିଲଙ୍କ ଶୋ’ରେ ଅନିଲ, କହିଲେ ବିବାହକୁ ନେଇ କିଛି ମଜାଦାର କଥା

ବମ୍ବେ: ଫେବୃୟାରୀ ୭ରେ ରିଲିଜ୍‌ ହେବାକୁ ଯାଉଛି ‘ମଲଙ୍ଗ’। ମୋହିତ ସୁରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର ଅଭିନେତାମାନେ ଏବେ ଏହାର ପ୍ରମୋଶନରେ ବ୍ୟସ୍ତ। ଇତ୍ୟବସରରେ...

ଦିଦିଙ୍କ ଦୁର୍ଗାପୂଜା ଭେଟି

କୋଲକାତା,୩୦।୮: ପାଖେଇ ଆସିଲାଣି ଦୁର୍ଗାପୂଜା। ଏହି ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ସହରର ପୂଜା କମିଟି ଗୁଡିକୁ କିଛି ଉପହାର ଦେଇଛନ୍ତି। ଚଳିତ...

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ...

କଂଗ୍ରେସକୁ ଟାର୍ଗେଟ କଲେ ଶାହ

ଦିସପୁର,୯।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଆସାମ ଗସ୍ତରେ ଯାଇ ସେଠାରେ ଆୟୋଜିତ ନର୍ଥ ଇଷ୍ଟ ଡେମୋକ୍ରେଟିକ୍‌ ଆଲାଏନ୍ସ(ଏନ୍‌ଇଡିଏ)ରେ ଯୋଗ ଦେଇଥିଲେ। ଏଠାରେ ଉଦ୍‌ବୋଧନ ଦେବା...

ସେଲିବ୍ରିଟିଙ୍କ ଟାଟୁ

* ବିଶ୍ୱ ସୁନ୍ଦରୀ ପ୍ରିୟଙ୍କା ଚୋପ୍ରା ନିଜ ହାତରେ ଟାଟୁ ବନେଇ ଲେଖିଛନ୍ତି ‘ଡାଡିସ୍‌ ଲିଲ୍‌ ଗର୍ଲ’। ନିଜ ବାପାଙ୍କ ଉଦ୍ଦେଶ୍ୟରେ ସେ ଏହି ଟାଟୁ...

Leave a comment

Your email address will not be published. Required fields are marked *