ନୟାଗଡ଼ ଆର୍‌ଟିଓ କାର୍ଯ୍ୟାଳୟରୁ ଦଲାଲ୍‌ ଗିରଫ: ଟଙ୍କା, କାଗଜପତ୍ର ଜବତ

ନୟାଗଡ଼ ଅଫିସ,୩୧ା୧୦: ନୟାଗଡ଼ ଜିଲା ଆରଟିଓ କାର୍ଯ୍ୟାଳୟରୁ ଗୁରୁବାର ଜଣେ ଦଲାଲକୁ ଗିରଫ କରାଯାଇଛି। ସେ ହେଲେ ନୟାଗଡ଼ ସଦର ଥାନା ଜାମୁସାହି ଗ୍ରାମର ମୁରଲୀଧର ରାଉତ। ତାଙ୍କ ନିକଟରୁ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା, ବିଭିନ୍ନ କାଗଜପତ୍ର, ପାସପୋର୍ଟ ଏବଂ ଏକ ବାଇକ୍‌ ଜବତ କରାଯାଇଛି। ଏ ନେଇ ଥାନାରେ ମାମଲା ରୁଜୁ କରାଯାଇ ମୁରଲୀଧରଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ଜୟଦୀପ ମହାନ୍ତି ପ୍ରକାଶ କରିଛନ୍ତି। ବିଭିନ୍ନ ସମୟରେ ସେ ଦଲାଲ୍‌ କରୁଥିବା ନେଇ ଅଭିଯୋଗ ହେବାପରେ ଏସ୍‌ପି ଶଶିଭୂଷଣ ଶତପଥୀ ଚଢ଼ାଉକରି ମୁରଲୀଙ୍କୁ ଗିରଫ କରିଥିଲେ।


All Right Reserved By Dharitri.Com

ବିଦ୍ୟୁତ୍‌ ସମସ୍ୟାନେଇ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ: ସାଉଥ୍‌କୋ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨୩।୭: ବିଦ୍ୟୁତ୍‌ ସମସ୍ୟା ନେଇ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ସାଉଥ୍‌କୋ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିପଦସଙ୍କୁଳ ଅବସ୍ଥାରେ ଥିବା...

ହିଡ଼ରେ ଚାଲି ଯାଉଛନ୍ତି ସ୍କୁଲ

କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ତେଲିଅର୍ଶଳା ଗ୍ରାମର ତାମୁଡିଆ (ତନ୍ତୀ) ସାହିକୁ ସବୁଦିନିଆ ରାସ୍ତା ନାହିଁ ା ସ୍ବାଧୀନତାର ଏତେ ବର୍ଷ ପରେ ମଧ୍ୟ...

ନିଶାଦିଆ ଲୁଟେରାଙ୍କୁ ଧରିବାରେ ପୋଲିସ ନିଷ୍କ୍ରିୟ: ପୁଣି ଶିକାର ହେଲେ ୩ ଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ)-ବାରମ୍ବାର ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ନିଶାଦିଆ ଲୁଟେରାଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଦିନକୁ ଦିନ ରାଜଧାନୀର ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌, ରେଲ୍‌ଓ୍ବେ...

ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ

ଭଦ୍ରକ ଅଫିସ, ୧୭।୬ – ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ...

ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ଯୌତୁକ ପାଇଁ ହତ୍ୟା ଅଭିଯୋଗ

ଧାମନଗର, ୧୩।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଧୀନ ଗୋଡ଼ିପୋଖରୀ ସୟଦଜାଫର ଗ୍ରାମର ରିତାଞ୍ଜଳି ମଳିକ ନାମକ ଜଣେ ନବବିବାହିତା ମହିଳାଙ୍କ...

ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ

ଠାକୁରମୁଣ୍ଡା,୨୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ଘୋଷଦା ଗ୍ରାମରେ ଥିବା ମା’ ଅମ୍ବିକା ଏଲ.ଏମ.ବାଳିକା ଉଚ୍ଚ ବିଦ୍ୟାଳୟରେ ରବିବାର ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ...

ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଚାରାରୋପଣ

ଧର୍ମଶାଳା,୧୬ା୯(ଡି.ଏନ୍‌.ଏ.)- ରାଜ୍ୟ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘ ଧର୍ମଶାଳା ଶାଖା ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜଗନ୍ନାଥ ସଡ଼କର ଉଭୟ...

ଜିଲାସ୍ତରୀୟ ମେଗା ଆଇନସେବା ଶିବିର: ‘ଅଧିକାର ଜଣାଇବା ମୂଳଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୫।୮: ଢେଙ୍କାନାଳସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଜିଲାସ୍ତରୀୟ ମେଗା ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନସେବା ପ୍ରାଧିକରଣ, ଜିଲା ଆଇନସେବା ପ୍ରାଧିକରଣ,...

Leave a comment

Your email address will not be published. Required fields are marked *