Posted inଫୁରସତ

ପରିବାରରୁ ମନୋମାଳିନ୍ୟ ଦୂରକରେ ଏହି ଝରଣା

ପ୍ରାୟ ସବୁ ପରିବାରରେ କିଛି ନା କିଛି କାରଣକୁ ନେଇ କେତେବେଳେ ନା କେତେବେଳେ ପତ୍ନୀପତିଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥାଏ। ଏମିତି କେତେଜଣ ଦମ୍ପତି ଅଛନ୍ତି ଯେଉଁମାନଙ୍କ ଭିତରେ ଅଧିକାଂଶ ସମୟ ଝଗଡା ଲାଗିବା ଦେଖାଯାଏ। ହେଲେ ଗ୍ବାଲିୟରର ଶିବପୁରୀରେ ଥିବା ଏକ ଝରଣାରେ ସ୍ନାନ କଲେ ପତ୍ନୀପତିଙ୍କ ମଧ୍ୟରେ ଥିବା ମନୋମାଳିନ୍ୟ ଦୂରେଇ ଯାଇଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି। ଏହି ଝରଣାରେ କେବଳ ବର୍ଷାଦିନେ ପାଣି ରହିଥାଏ। ଅନ୍ୟଦିନେ ଏହା ସୁଖିଲା ଥାଏ। ଏହି ଝରଣାର ପାଣିକୁ ଏକ କୁଣ୍ଡରେ ଏକାଠି କରି ରଖାଯାଏ ଯାହାର ନାମ ‘ଭଦେୟା କୁଣ୍ଡ’। ଏଥିରେ ହିଁ ଦମ୍ପତିମାନେ ସ୍ନାନ କରିବାକୁ ଗୁରୁଜନମାନେ କହିଥାଆନ୍ତି। ସ୍ଥାନୀୟ ଲୋକଙ୍କ ମତରେ ଏହି କୁଣ୍ଡର ପାଣି ହେଉଛି ଅମୃତ ସମାନ। କାରଣ ଏହି ପାଣିରେ ସ୍ନାନ କଲେ ଚର୍ମ ସମ୍ପନ୍ଧିୟ ସମସ୍ତ ସମସ୍ୟାର ସମାଧାନ ମଧ୍ୟ ହୋଇଥାଏ।


All Right Reserved By Dharitri.Com

ଭାଇରାଲ ହେଉଛି ୯୩ ବର୍ଷୀୟା ମହିଳାଙ୍କ ଫଟୋଶୁଟ୍‌

ବୟସ ବଢିଲେ ଧୀରେ ଧୀରେ ଶରୀର ଅବସ ହୋଇଯାଇଥାଏ। ଲୋକେ ଆଉ କାମଧନ୍ଦା କରିବାକୁ ଆଗ୍ରହ ପ୍ରକାଶ କରନ୍ତି ନାହିଁ। ବିଶେଷ ଭାବେ ଏମାନେ ଅନ୍ୟ...

୮୦ ବର୍ଷ ବୟସ୍କା ୫୫ ଦିନରେ ଲେଖିଲେ ୪୫ଟି ପ୍ରେମପତ୍ର

କଥାରେ ଅଛି ପ୍ରେମ କି ଜାଣେ ଜାତି ଅଜାତି ପ୍ରେମ କି ଜାଣେ ବାଧାବିଘ୍ନ। ଯେତେ ବଡ଼ ବିପଦ ଆସୁନା କାହିଁକି ସଚ୍ଚୋଟ ପ୍ରେମ ଆଗରେ...

କରୋନା ଭୂତାଣୁ ଡିପ୍‌ ଫ୍ରିଜରରେ ବି ବଞ୍ଚିରୁହେ ୨୮ ଦିନ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ, ପନିପରିବା ଆଦିକୁ ସତେଜ ରଖିବା ପାଇଁ ଘରେ ସଭିଏଁ ଫ୍ରିଜର ବ୍ୟବହାର...

ମେସେଜ୍‌ରେ ଅପଶବ୍ଦ ବ୍ୟବହାରକାରୀଙ୍କୁ ଚିହ୍ନଟ କରିବ ହ୍ବାଟ୍ସଆପ, ପ୍ରତିମାସରେ ୨୦ ଲକ୍ଷ ୟୁଜରଙ୍କୁ କରାଯିବ ବ୍ଲକ୍‌

ବିଶ୍ୱରେ ପ୍ରାୟ ୧୫୦କୋଟି ଲୋକ ହ୍ବାଟ୍ସଆପ ବ୍ୟବହାର କରୁଛନ୍ତି। ଏଥିରେ ଅପଶବ୍ଦ ବ୍ୟବହାର କରୁଥିବା ଲୋକଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯିବ। ୨୦୧୯ ଡିସେମ୍ବର ସୁଦ୍ଧା ଏପରି...

ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍‌କୁ ପ୍ରପୋଜ କଲେ ଏହି ଯୁବକ

ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍‌ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍‌ କରିଛନ୍ତି।...

ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି

ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ,...

ହାତୀ ଜାଣିପାରେ କମ୍‌ ବେଶୀର ତଫାତ

କୁକୁରର ଘ୍ରାଣ ଶକ୍ତି ବା ଶୁଙ୍ଘିବା ଶକ୍ତି ଅଧିକ ବୋଲି ଆମେ ଜାଣିଛେ। କିନ୍ତୁ ହାତୀମାନଙ୍କର ଶୁଙ୍ଘିବା ଶକ୍ତି ପ୍ରଖର ବୋଲି ଜାଣିଛନ୍ତି କି? ହାତୀ...

୮ ହଜାର କୋଟିର ଅଳଙ୍କାର ଲୁଟ୍‌

ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍‌ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ...

Leave a comment

Your email address will not be published. Required fields are marked *