ଡିସେମ୍ବର ୧ରୁ ବିମାନବନ୍ଦର ରନ୍‌ଓ୍ବେ ରିକାର୍ପେଟିଂ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଡିସେମ୍ବର ୧ରୁ ଆରମ୍ଭ ହେବ ଭୁବନେଶ୍ୱର ବିମାନବନ୍ଦର ରିକାର୍ପେଟିଂ କାମ। ପୂର୍ବରୁ ଏହା ୧ ନଭେମ୍ବରରୁ କରାଯିବା ପାଇଁ ସ୍ଥିର କରାଯାଇଥିଲା। ମରାମତି କାର୍ଯ୍ୟ ଚାଲୁଥିବା ସମୟରେ ଅର୍ଥାତ୍‌ ରାତି ୧୦ଟାରୁ ଭୋର ୫ଟା ୩୦ ମଧ୍ୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ବନ୍ଦ ରହିବ। ପୂର୍ବରୁ ବିମାନବନ୍ଦର କର୍ତ୍ତୃପକ୍ଷ ଏନେଇ ସୂଚନା ଦେଇ ସାରିଛନ୍ତି। ଆସନ୍ତା ବର୍ଷ ୧ ଏପ୍ରିଲଠାରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ସକାଳ ୧୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବିମାନ ଚଳାଚଳ ବନ୍ଦ ରହିବ। ଏହାକୁ ଲକ୍ଷ୍ୟ ରଖି ଗତ ୨୭ରେ ପ୍ରକାଶ ପାଇଥିବା ଶୀତକାଳୀନ ସମୟସୂଚୀରେ ବିମାନ ଚଳାଚଳର ସମୟ ନିର୍ଦ୍ଧାରଣ କରାଯାଇଛି।


All Right Reserved By Dharitri.Com

ଅଧିବେଶନ ପୂର୍ବରୁ ପ୍ରଥମ ଥର ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ: ଏଥର ବିଧାନସଭାରେ ୨ମୁଲତବୀ ପ୍ରସ୍ତାବ ଆସିବ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଏଣିକି ବିଧାନସଭା ଅଧିବେଶନ ଚାଲିବା ସମୟରେ ଗୃହରେ ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରତ୍ୟେକ ମୁଲତବୀ ଆଲୋଚନା ୧ ଘଣ୍ଟା...

ତପ୍ତପାଣି ଘାଟିରେ ବସ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ମଧ୍ୟରେ ରାୟଗଡ଼ାର ୩

ରାୟଗଡ଼ା ଅଫିସ,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ...

ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ...

ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା...

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ...

ଅଳିଆ ପକାଇବାକୁ କେନ୍ଦ୍ରକରି ଦୁଇ ପରିବାର ମୁହାଁମୁହିଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ସମେଇ ଗାଡିଆ ଅଞ୍ଚଳରେ ଅଳିଆ ପକାଇବାକୁ କେନ୍ଦ୍ରକରି ଦୁଇ ପରିବାର ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପରିବାରର ଭୁଜାଲି ଓ ରଡ଼୍‌...

ନାଧରା ରାମଚଣ୍ଡୀ ମହୋତ୍ସବ:ଆଧ୍ୟାତ୍ମିକତା-ସଂସ୍କୃତିର ଯୁଗଳବନ୍ଦୀ

ଓଡ଼ାପଡ଼ା,୧୪ା୧(ଡି.ଏନ.ଏ.)ଆଧ୍ୟାତ୍ମିକତା ସହ ସଂସ୍କୃତିର ନିଆରା ଯୁଗଳବନ୍ଦୀ ହେଉଛି ରାମଚଣ୍ଡୀ ମହୋତ୍ସବ। ସୁସ୍ଥ ସୁନ୍ଦର ସମାଜ ଗଠନ ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୩ୟ...

ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା

ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬...

Leave a comment

Your email address will not be published. Required fields are marked *